Ezekiel 3:22 — Compare Translations
5 translations compared side by side
Odia - 1840
"ଅନନ୍ତର ସଦାପ୍ରଭୁଙ୍କର ହସ୍ତ ମାେ ଉପ ରେ ଅଧିଷ୍ଠାନ କଲା, ସହେିଠା ରେ ସେ ମାେତେ କହିଲେ, ତୁମ୍ଭେ ଉଠି ପଦା ଭୂମିକୁ ବାହାରି ୟାଅ। ଆମ୍ଭେ ସହେିଠା ରେ ତୁମ୍ଭ ସହିତ କଥାବାର୍ତ୍ତା କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେହି ସ୍ଥାନରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠାନ କଲା; ପୁଣି, ସେ ମୋତେ କହିଲେ, ତୁମ୍ଭେ ଉଠି ପଦା-ଭୂମିକୁ ବାହାରି ଯାଅ, ଆଉ ଆମ୍ଭେ ସେଠାରେ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ଅଧିଷ୍ଠାନ କଲା, ସେହିଠାରେ ସେ ମୋତେ କହିଲେ, “ତୁମ୍ଭେ ଉଠି ପଦା ଭୂମିକୁ ବାହାରି ଯାଅ। ଆମ୍ଭେ ସେହିଠାରେ ତୁମ୍ଭ ସହିତ କଥାବାର୍ତ୍ତା କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେହି ସ୍ଥାନରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠାନ କଲା; ପୁଣି, ସେ ମୋତେ କହିଲେ, “ତୁମ୍ଭେ ଉଠି ପଦାଭୂମିକୁ ବାହାରି ଯାଅ, ଆଉ ଆମ୍ଭେ ସେଠାରେ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବା!”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେହି ସ୍ଥାନରେ ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ଅଧିଷ୍ଠାନ କଲା; ପୁଣି, ସେ ମୋତେ କହିଲେ, “ତୁମ୍ଭେ ଉଠି ପଦାଭୂମିକୁ ବାହାରି ଯାଅ, ଆଉ ଆମ୍ଭେ ସେଠାରେ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବା”!