Ezekiel 3:23 — Compare Translations

5 translations compared side by side

Odia - 1840
"ତେଣୁ ମୁଁ ଉଠି ପଡ଼ିଲି ଏବଂ ଉପତ୍ୟକାକୁ ଗଲି ସଦାପ୍ରଭୁଙ୍କର ମହିମା ସେ ସ୍ଥାନ ରେ ଠିଆ ହାଇେଥିଲା। ଏବଂ କବାର ନଦୀ କୂଳ ରେ ମୁଁ ଯେଉଁ ମହିମା ଦେଖିଥିଲି, ଏହାହିଁ ତାହା ଥିଲା। ତେଣୁ ମୁଁ ମୁହଁ ମାଡ଼ି ଭୂମିରେ ପଡ଼ି ରହିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ ଉଠି ପଦା-ଭୂମିକୁ ବାହାରି ଗଲି; ଆଉ ଦେଖ, କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ତାହାର ତୁଲ୍ୟ ସଦାପ୍ରଭୁଙ୍କର ମହିମା ସେସ୍ଥାନରେ ଠିଆ ହୋଇଅଛି; ତହୁଁ ମୁଁ ଉବୁଡ଼ ହେଲି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ଉଠି ପଡ଼ିଲି ଏବଂ ଉପତ୍ୟକାକୁ ଗଲି ସଦାପ୍ରଭୁଙ୍କର ମହିମା ସେ ସ୍ଥାନରେ ଠିଆ ହୋଇଥିଲା। ଏବଂ କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ଏହା ହିଁ ତାହା ଥିଲା। ତେଣୁ ମୁଁ ମୁହଁ ମାଡ଼ି ଭୂମିରେ ପଡ଼ି ରହିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ ଉଠି ପଦାଭୂମିକୁ ବାହାରିଗଲି; ଆଉ ଦେଖ, କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ତାହାର ତୁଲ୍ୟ ସଦାପ୍ରଭୁଙ୍କର ମହିମା ସେହି ସ୍ଥାନରେ ଉପସ୍ଥିତ ହେଲା; ତହୁଁ ମୁଁ ଉବୁଡ଼ ହେଲି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ ଉଠି ପଦାଭୂମିକୁ ବାହାରି ଗଲି; ଆଉ ଦେଖ, କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ତାହାର ତୁଲ୍ୟ ସଦାପ୍ରଭୁଙ୍କର ମହିମା ସେହି ସ୍ଥାନରେ ଉପସ୍ଥିତ ହେଲା; ତହୁଁ ମୁଁ ଉବୁଡ଼ ହେଲି।