Ezekiel 3:24 — Compare Translations
5 translations compared side by side
Odia - 1840
"ତା'ପ ରେ ଆତ୍ମା ମାେ ମଧିଅରେ ପ୍ରବେଶ କଲା ଓ ମାରେ ପାଦ ଉପରକୁ ନଇଗେଲା। ତା'ପ ରେ ସେ ମାେତେ କହିଲା, ୟାଅ, ଏବଂ ତୁମ୍ଭେ ଆପଣା ଗୃହ ମଧିଅରେ ନିଜକୁ ରୁଦ୍ଧ କରି ରଖ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ପୁଣି, ସେ ମୋʼ ସଙ୍ଗେ କଥାବାର୍ତ୍ତା କରି ମୋତେ କହିଲେ, ଯାଅ, ତୁମ୍ଭେ ଆପଣା ଗୃହ ଭିତରେ ଆପଣାକୁ ରୁଦ୍ଧ କରି ରଖ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଆତ୍ମା ମୋ’ ମଧ୍ୟରେ ପ୍ରବେଶ କଲା ଓ ମୋର ପାଦ ଉପରକୁ ନେଇଗଲା। ତା’ପରେ ସେ ମୋତେ କହିଲା, “ଯାଅ, ଏବଂ ତୁମ୍ଭେ ଆପଣା ଗୃହ ମଧ୍ୟରେ ନିଜକୁ ରୁଦ୍ଧ କରି ରଖ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ପୁଣି, ସେ ମୋʼ ସଙ୍ଗେ କଥାବାର୍ତ୍ତା କରି ମୋତେ କହିଲେ, “ଯାଅ, ତୁମ୍ଭେ ଆପଣା ଗୃହ ଭିତରେ ଆପଣାକୁ ରୁଦ୍ଧ କରି ରଖ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋ’ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ପୁଣି, ସେ ମୋ’ ସଙ୍ଗେ କଥାବାର୍ତ୍ତା କରି ମୋତେ କହିଲେ, “ଯାଅ, ତୁମ୍ଭେ ଆପଣା ଗୃହ ଭିତରେ ଆପଣାକୁ ରୁଦ୍ଧ କରି ରଖ।