Ezekiel 3:25 — Compare Translations

5 translations compared side by side

Odia - 1840
"ମାତ୍ର ହେ ମନୁଷ୍ଯ ପୁତ୍ର, ଲୋକମାନେ ତୁମ୍ଭକୁ ରଜ୍ଜୁ ରେ ବାନ୍ଧିବେ; ତହିଁରେ ତୁମ୍ଭେ ବାହାରି ସମାନଙ୍କେ ମଧିଅରେ ୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହେ ମନୁଷ୍ୟ-ସନ୍ତାନ, ଦେଖ, ଲୋକମାନେ ତୁମ୍ଭ ଉପରେ ରଜ୍ଜୁ ଦେଇ ତଦ୍ଦ୍ଵାରା ତୁମ୍ଭକୁ ବାନ୍ଧିବେ, ତହିଁରେ ତୁମ୍ଭେ ବାହାରି ସେମାନଙ୍କ ମଧ୍ୟରେ ଯିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ହେ ମନୁଷ୍ୟ ପୁତ୍ର, ଲୋକମାନେ ତୁମ୍ଭକୁ ରଜ୍ଜୁରେ ବାନ୍ଧିବେ; ତହିଁରେ ତୁମ୍ଭେ ବାହାରି ସେମାନଙ୍କ ମଧ୍ୟରେ ଯିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ହେ ମନୁଷ୍ୟ-ସନ୍ତାନ, ଦେଖ, ଲୋକମାନେ ତୁମ୍ଭ ଉପରେ ରଜ୍ଜୁ ଦେଇ ତଦ୍ଦ୍ୱାରା ତୁମ୍ଭକୁ ବାନ୍ଧିବେ, ତହିଁରେ ତୁମ୍ଭେ ବାହାରି ସେମାନଙ୍କ ମଧ୍ୟରେ ଯିବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ହେ ମନୁଷ୍ୟ ସନ୍ତାନ, ଦେଖ, ଲୋକମାନେ ତୁମ୍ଭ ଉପରେ ରଜ୍ଜୁ ଦେଇ ତଦ୍ଦ୍ୱାରା ତୁମ୍ଭକୁ ବାନ୍ଧିବେ, ତହିଁରେ ତୁମ୍ଭେ ବାହାରି ସେମାନଙ୍କ ମଧ୍ୟରେ ଯିବ ନାହିଁ;