Ezekiel 3:26 — Compare Translations

5 translations compared side by side

Odia - 1840
"ତା'ପ ରେ ଆମ୍ଭେ ତୁମ୍ଭ ଜିହ୍ବାକୁ ତୁମ୍ଭ ମୁଖର ତାଳୁ ରେ ୟୁକ୍ତ କରିବା, ଫଳ ରେ ତୁମ୍ଭେ ନୀରବ ରହିବ ଓ ସମାନଙ୍କେୁ ଗାଳି ଦବୋକୁ ସମର୍ଥ ହବେ ନାହିଁ। ଯଦିଓ ସମାନେେ ଗୋଟିଏ ବିଦ୍ରୋହୀ ଜାତି ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭ ଜିହ୍ଵାକୁ ତୁମ୍ଭ ମୁଖର ତାଳୁରେ ଯୁକ୍ତ କରିବା, ତହିଁରେ ତୁମ୍ଭେ ଘୁଙ୍ଗା ହେବ ଓ ସେମାନଙ୍କର ଭର୍ତ୍ସନାକାରୀ ହେବ ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଆମ୍ଭେ ତୁମ୍ଭ ଜିହ୍ୱାକୁ ତୁମ୍ଭ ମୁଖର ତାଳୁରେ ଯୁକ୍ତ କରିବା, ଫଳରେ ତୁମ୍ଭେ ନୀରବ ରହିବ ଓ ସେମାନଙ୍କୁ ଗାଳି ଦେବାକୁ ସମର୍ଥ ହେବ ନାହିଁ। ଯଦିଓ ସେମାନେ ଗୋଟିଏ ବିଦ୍ରୋହୀ ଜାତି ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭ ଜିହ୍ୱାକୁ ତୁମ୍ଭ ମୁଖର ତାଳୁରେ ଯୁକ୍ତ କରିବା, ତହିଁରେ ତୁମ୍ଭେ ଘୁଙ୍ଗା ହେବ ଓ ସେମାନଙ୍କର ଭର୍ତ୍ସନାକାରୀ ହେବ ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭ ଜିହ୍ୱାକୁ ତୁମ୍ଭ ମୁଖର ତାଳୁରେ ଯୁକ୍ତ କରିବା, ତହିଁରେ ତୁମ୍ଭେ ଘୁଙ୍ଗା ହେବ ଓ ସେମାନଙ୍କର ଭର୍ତ୍ସନାକାରୀ ହେବ ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ ଅଟନ୍ତି।