Ezekiel 3:27 — Compare Translations

5 translations compared side by side

Odia - 1840
"କିନ୍ତୁ ତୁମ୍ଭର ପାଟି ଆମ୍ଭ ଆଜ୍ଞା ରେ ଫିଟିବ। ତା'ପ ରେ ତୁମ୍ଭେ ସମାନଙ୍କେୁ କହିବ, 'ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି।' ଯଦି ସମାନେେ ଇଚ୍ଛା କରନ୍ତି, ଶୁଣନ୍ତୁ ବା ଯଦି ସମାନେେ ଇଚ୍ଛା ନ କରନ୍ତି ବା ନ ଶୁଣନ୍ତି, ଯେ ହତେୁ ସମାନେେ ବିଦ୍ରୋହୀ ଜାତି ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ସମୟରେ ତୁମ୍ଭ ମୁଖ ଫିଟାଇବା, ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଯେ ଶୁଣେ, ସେ ଶୁଣୁ ଓ ଯେ ନ ଶୁଣେ, ସେ ନ ଶୁଣୁ; କାରଣ ସେମାନେ ବିଦ୍ରୋହୀ ବଂଶ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭର ପାଟି ଆମ୍ଭ ଆଜ୍ଞାରେ ଫିଟିବ। ତା’ପରେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି।’ ଯଦି ସେମାନେ ଇଚ୍ଛା କରନ୍ତି, ଶୁଣନ୍ତୁ ବା ଯଦି ସେମାନେ ଇଚ୍ଛା ନ କରନ୍ତି ବା ନ ଶୁଣନ୍ତି, ଯେହେତୁ ସେମାନେ ବିଦ୍ରୋହୀ ଜାତି ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ସମୟରେ ତୁମ୍ଭ ମୁଖ ଫିଟାଇବା, ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି;’ ଯେ ଶୁଣେ, ସେ ଶୁଣୁ ଓ ଯେ ନ ଶୁଣେ, ସେ ନ ଶୁଣୁ; କାରଣ ସେମାନେ ବିଦ୍ରୋହୀ ବଂଶ!”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ସମୟରେ ତୁମ୍ଭ ମୁଖ ଫିଟାଇବା, ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେ ଶୁଣେ, ସେ ଶୁଣୁ ଓ ଯେ ନ ଶୁଣେ, ସେ ନ ଶୁଣୁ; କାରଣ ସେମାନେ ବିଦ୍ରୋହୀ ବଂଶ”!