Ezekiel 3:4 — Compare Translations
5 translations compared side by side
Odia - 1840
"ଏହାପ ରେ ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଇଶ୍ରାୟେଲ ବଂଶ ନିକଟକୁ ୟାଇ ଆମ୍ଭର ବାକ୍ଯସବୁ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ-ବଂଶ ନିକଟକୁ ଯାଇ ସେମାନଙ୍କୁ ଆମ୍ଭର ବାକ୍ୟସକଳ କୁହ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲ ବଂଶ ନିକଟକୁ ଯାଇ ଆମ୍ଭର ବାକ୍ୟସବୁ କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟକୁ ଯାଇ ସେମାନଙ୍କୁ ଆମ୍ଭର ବାକ୍ୟସକଳ କୁହ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟକୁ ଯାଇ ସେମାନଙ୍କୁ ଆମ୍ଭର ବାକ୍ୟସକଳ କୁହ।