Ezekiel 3:5 — Compare Translations

5 translations compared side by side

Odia - 1840
"ଆମ୍ଭେ ତୁମ୍ଭକୁ କୌଣସି ବିଦେଶୀଯ ନିକଟକୁ ପଠାଉ ନାହୁଁ। ଯାହା ଫଳ ରେ ତୁମ୍ଭକୁ ତାଙ୍କ ଭାଷା ବୁଝିବା କଷ୍ଟ ହବେ। ଆମ୍ଭେ ତୁମ୍ଭକୁ ଇଶ୍ରାୟେଲ ବଂଶ ନିକଟକୁ ପଠାଉଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ କୌଣସି ବିଦେଶୀୟ ଓ କଠିନ ଭାଷାବାଦୀ ଗୋଷ୍ଠୀ ନିକଟକୁ ପ୍ରେରିତ ନ ହୋଇ ଇସ୍ରାଏଲ-ବଂଶ ନିକଟକୁ ପ୍ରେରିତ ହେଉଅଛ;
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭକୁ କୌଣସି ବିଦେଶୀୟ ନିକଟକୁ ପଠାଉ ନାହୁଁ। ଯାହା ଫଳରେ ତୁମ୍ଭକୁ ତାଙ୍କ ଭାଷା ବୁଝିବା କଷ୍ଟ ହେବ। ଆମ୍ଭେ ତୁମ୍ଭକୁ ଇସ୍ରାଏଲ ବଂଶ ନିକଟକୁ ପଠାଉଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ କୌଣସି ବିଦେଶୀୟ ଓ କଠିନ ଭାଷାବାଦୀ ଗୋଷ୍ଠୀ ନିକଟକୁ ପ୍ରେରିତ ନ ହୋଇ ଇସ୍ରାଏଲ ବଂଶ ନିକଟକୁ ପ୍ରେରିତ ହେଉଅଛ;
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ କୌଣସି ବିଦେଶୀୟ ଓ କଠିନ ଭାଷାବାଦୀ ଗୋଷ୍ଠୀ ନିକଟକୁ ପ୍ରେରିତ ନ ହୋଇ ଇସ୍ରାଏଲ ବଂଶ ନିକଟକୁ ପ୍ରେରିତ ହେଉଅଛ;