Ezekiel 3:7 — Compare Translations
5 translations compared side by side
Odia - 1840
"କିନ୍ତୁ ଇଶ୍ରାୟେଲ ଭବିଷ୍ଯତ ବଂଶଧରଗଣ ତୁମ୍ଭ କଥା ଶୁଣିବା ପାଇଁ ଇଚ୍ଛା କରିବେ ନାହିଁ। କାରଣ ସମାନେେ ଆମ୍ଭ କଥା ଶୁଣିବା ପାଇଁ ଚାହାଁନ୍ତି ନାହିଁ। ସମୁଦାଯ ଇଶ୍ରାୟେଲର ଲୋକମାନେ ଜିଦ୍ଖୋର ଓ କଠିନ ଚିତ୍ତ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଇସ୍ରାଏଲ-ବଂଶ ତୁମ୍ଭ କଥା ଶୁଣିବେ ନାହିଁ; କାରଣ ସେମାନେ ଆମ୍ଭ କଥା ଶୁଣିବେ ନାହିଁ; ସମୁଦାୟ ଇସ୍ରାଏଲ-ବଂଶ ଦୃଢ଼କପାଳ ଓ କଠିନଚିତ୍ତ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଇସ୍ରାଏଲ ଭବିଷ୍ୟଦ୍ ବଂଶଧରଗଣ ତୁମ୍ଭ କଥା ଶୁଣିବା ପାଇଁ ଇଚ୍ଛା କରିବେ ନାହିଁ। କାରଣ ସେମାନେ ଆମ୍ଭ କଥା ଶୁଣିବା ପାଇଁ ଗ୍ଭହାନ୍ତି ନାହିଁ। ସମୁଦାୟ ଇସ୍ରାଏଲର ଲୋକମାନେ ଜିଦ୍ଖୋର ଓ କଠିନ ଚିତ୍ତ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଇସ୍ରାଏଲ ବଂଶ ତୁମ୍ଭ କଥା ଶୁଣିବେ ନାହିଁ; କାରଣ ସେମାନେ ଆମ୍ଭ କଥା ଶୁଣିବେ ନାହିଁ; ସମୁଦାୟ ଇସ୍ରାଏଲ ବଂଶ ଶକ୍ତଗ୍ରୀବ ଓ କଠିନ ଚିତ୍ତ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଇସ୍ରାଏଲ ବଂଶ ତୁମ୍ଭ କଥା ଶୁଣିବେ ନାହିଁ; କାରଣ ସେମାନେ ଆମ୍ଭ କଥା ଶୁଣିବେ ନାହିଁ; ସମୁଦାୟ ଇସ୍ରାଏଲ ବଂଶ ଶକ୍ତଗ୍ରୀବ ଓ କଠିନ ଚିତ୍ତ ଅଟନ୍ତି।