Ezekiel 3:8 — Compare Translations

5 translations compared side by side

Odia - 1840
"ମାତ୍ର ଆମ୍ଭେ ସମାନଙ୍କେ ମୁଖ ପରି ଓ କପାଳି ପରି ତୁମ୍ଭର ମୁଖ ଓ କପାଳକୁ ଦୃଢ଼ କରିଅଛୁ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ସେମାନଙ୍କ ମୁଖର ପ୍ରତିକୂଳରେ ତୁମ୍ଭର ମୁଖ ଓ ସେମାନଙ୍କ କପାଳର ପ୍ରତିକୂଳରେ ତୁମ୍ଭର କପାଳ ଦୃଢ଼ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଆମ୍ଭେ ସେମାନଙ୍କ ମୁଖ ପରି ଓ କପାଳି ପରି ତୁମ୍ଭର ମୁଖ ଓ କପାଳକୁ ଦୃଢ଼ କରିଅଛୁ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେ ସେମାନଙ୍କ ମୁଖର ପ୍ରତିକୂଳରେ ତୁମ୍ଭର ମୁଖ ଓ ସେମାନଙ୍କ କପାଳର ପ୍ରତିକୂଳରେ ତୁମ୍ଭର କପାଳ ଦୃଢ଼ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେ ସେମାନଙ୍କ ମୁଖର ପ୍ରତିକୂଳରେ ତୁମ୍ଭର ମୁଖ ଓ ସେମାନଙ୍କ କପାଳର ପ୍ରତିକୂଳରେ ତୁମ୍ଭର କପାଳ ଦୃଢ଼ କରିଅଛୁ।”