Ezekiel 3:9 — Compare Translations

5 translations compared side by side

Odia - 1840
"ଯେପରି ଚକମକି ପଥର ଅପେକ୍ଷା ହୀରା କଠିନତର। ଆମ୍ଭେ ସଗେୁଡ଼ିକଠାରୁ ତୁମ୍ଭର ମୁଣ୍ଡକୁ ଶକ୍ତ କରିଅଛୁ। ତେଣୁ ଯଦିଓ ସମାନେେ ବିଦ୍ରୋହୀ, ତୁମ୍ଭେ ସମାନଙ୍କେୁ ଭୟ କର ନାହିଁ, ଏବଂ ସମାନଙ୍କେ ଚାହାଁଣି ରେ ଉଦବିଗ୍ନ ହୁଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଚକ୍ମକି ପ୍ରସ୍ତର ଅପେକ୍ଷା ଦୃଢ଼ ହୀରକ ତୁଲ୍ୟ ତୁମ୍ଭର କପାଳ କରିଅଛୁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ସେମାନଙ୍କୁ ଭୟ କର ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ଚକମକି ପଥର ଅପେକ୍ଷା ହୀରା କଠିନତର। ଆମ୍ଭେ ସେଗୁଡ଼ିକଠାରୁ ତୁମ୍ଭର ମୁଣ୍ଡକୁ ଶକ୍ତ କରିଅଛୁ। ତେଣୁ ଯଦିଓ ସେମାନେ ବିଦ୍ରୋହୀ, ତୁମ୍ଭେ ସେମାନଙ୍କୁ ଭୟ କର ନାହିଁ, ଏବଂ ସେମାନଙ୍କ ଗ୍ଭହାଣିରେ ଉ‌‌ଦ୍‌‌ବିଗ୍ନ ହୁଅ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଚକ୍‍ମକି ପ୍ରସ୍ତର ଅପେକ୍ଷା ଦୃଢ଼ ହୀରକ ତୁଲ୍ୟ ତୁମ୍ଭର କପାଳ କରିଅଛୁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ସେମାନଙ୍କୁ ଭୟ କର ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଚକ୍‍ମକି ପ୍ରସ୍ତର ଅପେକ୍ଷା ଦୃଢ଼ ହୀରକ ତୁଲ୍ୟ ତୁମ୍ଭର କପାଳ କରିଅଛୁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ସେମାନଙ୍କୁ ଭୟ କର ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।