Ezekiel 30:10 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ଏହିକଥା କହିଛନ୍ତି, ମୁଁ ବାବିଲର ରାଜା ନବୂଖଦନିତ୍ସରଙ୍କର ହସ୍ତ ରେ ମିଶରର ଧନ ସମ୍ପତ୍ତିକୁ ହସ୍ତାନ୍ତର କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମଧ୍ୟ ବାବିଲରେ ରାଜା ନବୁଖଦ୍ନିତ୍ସର ହସ୍ତ ଦ୍ଵାରା ମିସରର ଲୋକାରଣ୍ୟ ଶେଷ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ ଏହିକଥା କହିଛନ୍ତି, “ମୁଁ ବାବିଲର ରାଜା ନବୂଖଦ୍ନିତ୍ସରଙ୍କର ହସ୍ତରେ ମିଶରର ଧନ ସମ୍ପତ୍ତିକୁ ହସ୍ତାନ୍ତର କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମଧ୍ୟ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତ ଦ୍ୱାରା ମିସରର ଲୋକସମୂହ ଶେଷ କରିବା।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ମଧ୍ୟ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତ ଦ୍ୱାରା ମିସରର ଲୋକସମୂହ ଶେଷ କରିବା।”