Ezekiel 30:11 — Compare Translations
5 translations compared side by side
Odia - 1840
"ନବୂଖଦନିତ୍ସର ଓ ତା'ର ଲୋକମାନେ ଦେଶଗୁଡ଼ିକ ମଧିଅରେ ଅତି ଭୟଙ୍କର। ତାହାର ନିର୍ଦ୍ଦଯ ଲୋକମାନେ ତାହା ସଙ୍ଗେ ଦେଶ ବିନାଶକୁ ଅଣାୟିବ। ଏବଂ ସମାନେେ ମିଶରର ବିରୁଦ୍ଧ ରେ ନିଜ ନିଜ ଖଡ୍ଗ ଉତ୍ତୋଳନ କରିବେ। ସମାନେେ ଶବଗୁଡ଼ିକରେ ଦେଶ ପୂର୍ଣ୍ଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଓ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ତାହାର ଲୋକମାନେ ତାହା ସଙ୍ଗେ ଦେଶ ବିନାଶାର୍ଥେ ଅଣାଯିବେ; ଆଉ, ସେମାନେ ମିସରର ବିରୁଦ୍ଧରେ ଆପଣା ଆପଣା ଖଡ଼୍ଗ ନିଷ୍କୋଷ କରି ହତ ଲୋକରେ ଦେଶ ପୂର୍ଣ୍ଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ନବୂଖଦ୍ନିତ୍ସର ଓ ତା’ର ଲୋକମାନେ ଦେଶଗୁଡ଼ିକ ମଧ୍ୟରେ ଅତି ଭୟଙ୍କର। ତାହାର ନିର୍ଦ୍ଦୟଲୋକମାନେ ତାହା ସଙ୍ଗେ ଦେଶ ବିନାଶକୁ ଅଣାଯିବ। ଏବଂ ସେମାନେ ମିଶରର ବିରୁଦ୍ଧରେ ନିଜ ନିଜ ଖଡ଼୍ଗ ଉତ୍ତୋଳନ କରିବେ। ସେମାନେ ଶବଗୁଡ଼ିକରେ ଦେଶ ପୂର୍ଣ୍ଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଓ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ତାହାର ଲୋକମାନେ ତାହା ସଙ୍ଗେ ଦେଶ ବିନାଶାର୍ଥେ ଅଣାଯିବେ; ଆଉ, ସେମାନେ ମିସରର ବିରୁଦ୍ଧରେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରି ହତ ଲୋକରେ ଦେଶ ପୂର୍ଣ୍ଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେ ଓ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ତାହାର ଲୋକମାନେ ତାହା ସଙ୍ଗେ ଦେଶ ବିନାଶାର୍ଥେ ଅଣାଯିବେ; ଆଉ, ସେମାନେ ମିସରର ବିରୁଦ୍ଧରେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରି ହତ ଲୋକରେ ଦେଶ ପୂର୍ଣ୍ଣ କରିବେ।