Ezekiel 30:12 — Compare Translations

5 translations compared side by side

Odia - 1840
"ମୁଁ ନୀଳନଦୀକୁ ଶୁଷ୍କ ଭୂମିରେ ପରିଣତ କରିବି। ଦେଶକୁ ମନ୍ଦ ଲୋକମାନଙ୍କୁ ବିକ୍ରଯ କରିବି। ମୁଁ ବିଦେଶୀମାନଙ୍କ ଦ୍ବାରା ଦେଶ ତଥା ତନ୍ମଧ୍ଯସ୍ଥ ୟାବତୀଯ ବିଷଯ ଧ୍ବଂସ କରିବି। ମୁଁ ସଦାପ୍ରଭୁ ଏହା କହିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ସ୍ରୋତସମୂହ ଶୁଷ୍କ କରିବା ଓ ମନ୍ଦ ଲୋକମାନଙ୍କ ହସ୍ତରେ ଦେଶ ବିକ୍ରୟ କରିବା; ଆଉ, ଆମ୍ଭେ ବିଦେଶୀମାନଙ୍କ ହସ୍ତ ଦ୍ଵାରା ଦେଶ ଓ ତନ୍ମଧ୍ୟସ୍ଥ ଯାବତୀୟ ବିଷୟ ଧ୍ଵଂସ କରିବା; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ନୀଳନଦୀକୁ ଶୁଷ୍କ ଭୂମିରେ ପରିଣତ କରିବି। ଦେଶକୁ ମନ୍ଦ ଲୋକମାନଙ୍କୁ ବିକ୍ରୟ କରିବି। ମୁଁ ବିଦେଶୀମାନଙ୍କ ଦ୍ୱାରା ଦେଶ ତଥା ତନ୍ମଧ୍ୟସ୍ଥ ଯାବତୀୟ ବିଷୟ ଧ୍ୱଂସ କରିବି। ମୁଁ ସଦାପ୍ରଭୁ ଏହା କହିଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ସ୍ରୋତସମୂହ ଶୁଷ୍କ କରିବା ଓ ମନ୍ଦ ଲୋକମାନଙ୍କ ହସ୍ତରେ ଦେଶ ବିକ୍ରୟ କରିବା; ଆଉ, ଆମ୍ଭେ ବିଦେଶୀମାନଙ୍କ ହସ୍ତ ଦ୍ୱାରା ଦେଶ ଓ ତନ୍ମଧ୍ୟସ୍ଥ ଯାବତୀୟ ବିଷୟ ଧ୍ୱଂସ କରିବା; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ସ୍ରୋତସମୂହ ଶୁଷ୍କ କରିବା ଓ ମନ୍ଦ ଲୋକମାନଙ୍କ ହସ୍ତରେ ଦେଶ ବିକ୍ରୟ କରିବା; ଆଉ, ଆମ୍ଭେ ବିଦେଶୀମାନଙ୍କ ହସ୍ତ ଦ୍ୱାରା ଦେଶ ଓ ତନ୍ମଧ୍ୟସ୍ଥ ଯାବତୀୟ ବିଷୟ ଧ୍ୱଂସ କରିବା; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।