Ezekiel 30:13 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ଏ କଥା କହିଛନ୍ତି, ମୁଁ ଦବେତାଗଣକୁ ହିଁ ବିନାଶ କରିବି ଓ ନୋଫରୁ ପ୍ରତିମାଗୁଡ଼ିକୁ ଶଷେ କରାଇବି। ପୁଣି ମିଶର ଦେଶରୁ ଆଉ ଅଧିପତି ଆସିବେ ନାହିଁ। ମୁଁ ମିଶର ଦେଶ ରେ ଭୟ ସୃଷ୍ଟି କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦେବତାଗଣକୁ ହିଁ ବିନାଶ କରିବା ଓ ଆମ୍ଭେ ନୋଫରୁ ପ୍ରତିମାସକଳ ଶେଷ କରାଇବା, ପୁଣି ମିସର ଦେଶରୁ ଆଉ ଅଧିପତି ଉତ୍ପନ୍ନ ନୋହିବ ଓ ଆମ୍ଭେ ମିସର ଦେଶରେ ଭୟ ଜନ୍ମାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ମିଶରର ପ୍ରତିମାଗୁଡ଼ିକ ଧ୍ୱଂସପ୍ରାପ୍ତ ହେବେ ସଦାପ୍ରଭୁ, ମୋର ପ୍ରଭୁ ଏ କଥା କହିଛନ୍ତି, “ମୁଁ ଦେବତାଗଣଙ୍କୁ ହିଁ ବିନାଶ କରିବି ଓ ନୋଫରୁ ପ୍ରତିମାଗୁଡ଼ିକୁ ଶେଷ କରାଇବି। ପୁଣି ମିଶର ଦେଶରୁ ଆଉ ଅଧିପତି ଆସିବେ ନାହିଁ। ମୁଁ ମିଶର ଦେଶରେ ଭୟ ସୃଷ୍ଟି କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦେବତାଗଣକୁ ହିଁ ବିନାଶ କରିବା ଓ ଆମ୍ଭେ ନୋଫରୁ ପ୍ରତିମାସକଳ ଶେଷ କରାଇବା, ପୁଣି, ମିସର ଦେଶରୁ ଆଉ ଅଧିପତି ଉତ୍ପନ୍ନ ନୋହିବ ଓ ଆମ୍ଭେ ମିସର ଦେଶରେ ଭୟ ଜନ୍ମାଇବା।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଦେବତାଗଣକୁ ହିଁ ବିନାଶ କରିବା ଓ ଆମ୍ଭେ ନୋଫରୁ ପ୍ରତିମାସକଳ ଶେଷ କରାଇବା, ପୁଣି, ମିସର ଦେଶରୁ ଆଉ ଅଧିପତି ଉତ୍ପନ୍ନ ନୋହିବ ଓ ଆମ୍ଭେ ମିସର ଦେଶରେ ଭୟ ଜନ୍ମାଇବା।