Ezekiel 30:14 — Compare Translations
5 translations compared side by side
Odia - 1840
"ପୁଣି ମୁଁ ପାଥ୍ରୋଷକୁ ଧ୍ବଂସ କରିବି ଓ ସିଯୋନ ରେ ଅଗ୍ନି ଲଗାଇବି। ଆଉ ମାେ ନଗର ରେ ଦଣ୍ଡାଜ୍ଞା ସଫଳ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ପଥ୍ରୋଷକୁ ଧ୍ଵଂସ କରିବା ଓ ସୋୟନରେ ଅଗ୍ନି ଲଗାଇବା, ଆଉ ନୋ-ନଗରରେ ଦଣ୍ତାଜ୍ଞା ସଫଳ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୁଁ ପାଥ୍ରୋଷକୁ ଧ୍ୱଂସ କରିବି ଓ ସୋୟନରେ ଅଗ୍ନି ଲଗାଇବି। ଆଉ ନୋ-ନଗରରେ ଦଣ୍ଡାଜ୍ଞା ସଫଳ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ପଥ୍ରୋଷକୁ ଧ୍ୱଂସ କରିବା ଓ ସୋୟନରେ ଅଗ୍ନି ଲଗାଇବା, ଆଉ ନୋ-ନଗରରେ ଦଣ୍ଡାଜ୍ଞା ସଫଳ କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ପଥ୍ରୋଷକୁ ଧ୍ୱଂସ କରିବା ଓ ସୋୟନରେ ଅଗ୍ନି ଲଗାଇବା, ଆଉ ନୋ-ନଗରରେ ଦଣ୍ଡାଜ୍ଞା ସଫଳ କରିବା।