Ezekiel 30:15 — Compare Translations

5 translations compared side by side

Odia - 1840
"ତା'ପ ରେ ମୁଁ ମିଶରର ଦୃଢ଼ ଦୁର୍ଗ ସୀନ ଉପ ରେ ଆପଣା କୋପ ବୃଷ୍ଟି କରିବି ଓ ମୁଁ ମାେ ନଗରର ଲୋକମାନଙ୍କୁ ବିନାଶ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ମିସରର ଦୃଢ଼ ଦୁର୍ଗ ସୀନ ଉପରେ ଆପଣା କୋପ ଢାଳି ଦେବା ଓ ଆମ୍ଭେ ନୋ-ନଗରର ଲୋକାରଣ୍ୟକୁ ଉଚ୍ଛିନ୍ନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ମିଶରର ଦୃଢ଼ ଦୁର୍ଗ ସୀନ ଉପରେ ଆପଣା କୋପ ବୃଷ୍ଟି କରିବି ଓ ମୁଁ ନୋ-ନଗରର ଲୋକମାନଙ୍କୁ ବିନାଶ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ମିସରର ଦୃଢ଼ ଦୁର୍ଗ ସୀନ ଉପରେ ଆପଣା କୋପ ଢାଳି ଦେବା ଓ ଆମ୍ଭେ ନୋ-ନଗରର ଲୋକସମୂହକୁ ଉଚ୍ଛିନ୍ନ କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ମିସରର ଦୃଢ଼ ଦୁର୍ଗ ସୀନ ଉପରେ ଆପଣା କୋପ ଢାଳି ଦେବା ଓ ଆମ୍ଭେ ନୋ-ନଗରର ଲୋକସମୂହକୁ ଉଚ୍ଛିନ୍ନ କରିବା।