Ezekiel 30:16 — Compare Translations
5 translations compared side by side
Odia - 1840
"ଏବଂ ମୁଁ ମିଶର ରେ ଅଗ୍ନି ସଂୟୋଗ କରିବି। ସୀନ ମହାୟାତନାଗ୍ରସ୍ତ ହବେ ଓ ନୋ-ନଗର ଭଗ୍ନ ହବେ। ଏବଂ ନୋଫର ଶତ୍ରୁମାନେ ପ୍ରତିଦିନ ନୂଆ ଗଣ୍ଡଗୋଳ ସୃଷ୍ଟି କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇବା; ସୀନ ମହାଯାତନାଗ୍ରସ୍ତ ହେବ ଓ ନୋ-ନଗର ଭଗ୍ନ ହେବ; ଆଉ, ଦିବସ ସମୟରେ ନୋଫର ବିପକ୍ଷମାନେ ଉତ୍ପାତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ମିଶରରେ ଅଗ୍ନି ସଂଯୋଗ କରିବି। ସୀନ ମହାଯାତନାଗ୍ରସ୍ତ ହେବ ଓ ନୋ-ନଗର ଭଗ୍ନ ହେବ। ଏବଂ ନୋଫର ଶତ୍ରୁମାନେ ପ୍ରତିଦିନ ନୂଆ ଗଣ୍ଡଗୋଳ ସୃଷ୍ଟି କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇବା; ସୀନ ମହାଯାତନାଗ୍ରସ୍ତ ହେବ ଓ ନୋ-ନଗର ଭଗ୍ନ ହେବ; ଆଉ, ଦିବସ ସମୟରେ ନୋଫର ବିପକ୍ଷମାନେ ଉତ୍ପାତ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇବା; ସୀନ ମହାଯାତନାଗ୍ରସ୍ତ ହେବ ଓ ନୋ-ନଗର ଭଗ୍ନ ହେବ; ଆଉ, ଦିବସ ସମୟରେ ନୋଫର ବିପକ୍ଷମାନେ ଉତ୍ପାତ କରିବେ।