Ezekiel 30:18 — Compare Translations
5 translations compared side by side
Odia - 1840
"ଆମ୍ଭେ ଯେତବେେଳେ ତଫନ ହଷେ ରେ ମିଶରର ୟୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧିଅରେ ଶଷେ ହବେ, ତାହା ତଫନ ହଷେର ଅନ୍ଧକାର ଦିନ ଥିଲା। ଏହା ମେଘ ଦ୍ବାରା ଆଚ୍ଛାଦିତ ହବେ ଓ ଏହାର କନ୍ଯାମାନେ ମଧ୍ଯ ବନ୍ଦୀରୂପେ ନୀତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଯେତେବେଳେ ତଫନହେଷରେ ମିସରର ଯୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧ୍ୟରେ ଶେଷ ହେବ, ସେତେବେଳେ ସେଠାରେ ଦିବସ ଆପେ ଅପସରି ଯିବ; ଆଉ, ସେ ନିଜେ ମେଘାଚ୍ଛନ୍ନ ହେବ ଓ ତାହାର କନ୍ୟାଗଣ ବନ୍ଦୀତ୍ଵ ସ୍ଥାନକୁ ଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଯେତେବେଳେ ତଫନ୍ହେଷରେ ମିଶରର ଯୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧ୍ୟରେ ଶେଷ ହେବ, ତାହା ତଫନ୍ହେଷର ଅନ୍ଧକାର ଦିନ ଥିଲା। ଏହା ମେଘ ଦ୍ୱାରା ଆଚ୍ଛାଦିତ ହେବ ଓ ଏହାର କନ୍ୟାମାନେ ମଧ୍ୟ ବନ୍ଦୀରୂପେ ନୀତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଯେତେବେଳେ ତଫନ୍ହେଷରେ ମିସରର ଯୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧ୍ୟରେ ଶେଷ ହେବ, ସେତେବେଳେ ସେଠାରେ ଦିବସ ଆପେ ଅପସରି ଯିବ; ଆଉ, ସେ ନିଜେ ମେଘାଚ୍ଛନ୍ନ ହେବ ଓ ତାହାର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ଯିବେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଯେତେବେଳେ ତଫନ୍ହେଷରେ ମିସରର ଯୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧ୍ୟରେ ଶେଷ ହେବ, ସେତେବେଳେ ସେଠାରେ ଦିବସ ଆପେ ଅପସରି ଯିବ; ଆଉ, ସେ ନିଜେ ମେଘାଚ୍ଛନ୍ନ ହେବ ଓ ତାହାର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ଯିବେ।