Ezekiel 30:19 — Compare Translations

5 translations compared side by side

Odia - 1840
"ଏହିରୂପେ ମୁଁ ମିଶର ରେ ଦଣ୍ଡାଜ୍ଞା ସଫଳ କରିବି। ତାହା ହେଲେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ସମାନେେ ଜାଣିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଆମ୍ଭେ ମିସରରେ ଦଣ୍ତାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ମୁଁ ମିଶରରେ ଦଣ୍ଡାଜ୍ଞା ସଫଳ କରିବି। ତାହାହେଲେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ସେମାନେ ଜାଣିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଆମ୍ଭେ ମିସରରେ ଦଣ୍ଡାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଆମ୍ଭେ ମିସରରେ ଦଣ୍ଡାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”