Ezekiel 30:2 — Compare Translations

5 translations compared side by side

Odia - 1840
" ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଭବିଷ୍ଯତବାକ୍ଯ ପ୍ରଚାର କରି କୁହ, 'ସଦାପ୍ରଭୁ ମାରେପ୍ରଭୁ ଏହି କଥା କହନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଆଉ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ହାହାକାର କରି କୁହ, ହାୟ ହାୟ, ସେଦିନ!
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରି କୁହ, ‘ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି, “‘ତୁମ୍ଭେମାନେ ବିଳାପ କରି କୁହ, “ହାୟ ହାୟ, ସେହି ଭୟଙ୍କର ଦିନ ଆସୁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ହାହାକାର କରି କୁହ, ହାୟ ହାୟ, ସେହି ଦିନ!
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ହାହାକାର କରି କୁହ, ହାୟ ହାୟ, ସେହି ଦିନ!