Ezekiel 30:21 — Compare Translations
5 translations compared side by side
Odia - 1840
" ହେ ମନୁଷ୍ଯ ପୁତ୍ର, ମୁଁ ମିଶରର ରାଜା ଫାରୋର ବାହୁ ଭାଙ୍ଗିଅଛି। ତା'ର ଆରୋଗ୍ୟ ପାଇଁ ଔଷଧ ଲଗାଇ ପଟି ବାନ୍ଧିବାକୁ କହେି ନାହିଁ। ତେଣୁ ତାହାର ହସ୍ତ ଆଉ ଖଡ୍ଗ ଧାରଣ କରିବାକୁ ସବଳ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ମିସରର ରାଜା ଫାରୋର ବାହୁ ଭାଙ୍ଗିଅଛୁ; ଆଉ ଦେଖ, ଖଡ଼୍ଗ ଧରିବା ନିମନ୍ତେ ତାହା ଯେପରି ସବଳ ହେବ, ଏଥିପାଇଁ ସ୍ଵାସ୍ଥ୍ୟଜନକ ଔଷଧ ଦେଇ ପଟି ଲଗାଇ ତାହା ବନ୍ଧାଯାଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ମୁଁ ମିଶରର ରାଜା ଫାରୋର ବାହୁ ଭାଙ୍ଗିଅଛି। ତା’ର ଆରୋଗ୍ୟ ପାଇଁ ଔଷଧ ଲଗାଇ ପଟି ବାନ୍ଧିବାକୁ କେହି ନାହିଁ। ତେଣୁ ତାହାର ହସ୍ତ ଆଉ ଖଡ଼୍ଗ ଧାରଣ କରିବାକୁ ସବଳ ହେବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ମିସରର ରାଜା ଫାରୋର ବାହୁ ଭାଙ୍ଗିଅଛୁ; ଆଉ ଦେଖ, ଖଡ୍ଗ ଧରିବା ନିମନ୍ତେ ତାହା ଯେପରି ସବଳ ହେବ, ଏଥିପାଇଁ ସ୍ୱାସ୍ଥ୍ୟଜନକ ଔଷଧ ଦେଇ ପଟି ଲଗାଇ ତାହା ବନ୍ଧାଯାଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ମିସରର ରାଜା ଫାରୋର ବାହୁ ଭାଙ୍ଗିଅଛୁ; ଆଉ ଦେଖ, ଖଡ୍ଗ ଧରିବା ନିମନ୍ତେ ତାହା ଯେପରି ସବଳ ହେବ, ଏଥିପାଇଁ ସ୍ୱାସ୍ଥ୍ୟଜନକ ଔଷଧ ଦେଇ ପଟି ଲଗାଇ ତାହା ବନ୍ଧାଯାଇ ନାହିଁ।”