Ezekiel 30:22 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ଦେଖ, ମୁଁ ମିଶରର ରାଜା ଫାରୋର ବିପକ୍ଷ ଅଟେ। ମୁଁ ତା'ର ବାହୁ ଭାଙ୍ଗି ଦବେି। ଉଭୟକୁ ଯେଉଁଟାକି ବଳଶାଳୀ ଏବଂ ଅନ୍ୟ ଯେଉଁଟାକି ପୁରାପୁରି ଭାଙ୍ଗି ୟାଇଛି। ଏବଂ ତା' ହସ୍ତରୁ ଖଡ୍ଗ ଖସାଇ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ମିସରର ରାଜା ଫାରୋର ପ୍ରତିକୂଳ ଅଟୁ, ଆଉ ତାହାର ବଳବାନ ଓ ଭଗ୍ନ, ଉଭୟ ବାହୁ ଭାଙ୍ଗି ପକାଇବା ଓ ଆମ୍ଭେ ତାହାର ହସ୍ତରୁ ଖଡ଼୍ଗ ଖସାଇ ପକାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ଦେଖ, ମୁଁ ମିଶରର ରାଜା ଫାରୋର ବିପକ୍ଷ ଅଟେ। ମୁଁ ତା’ର ବାହୁ ଭାଙ୍ଗି ଦେବି। ଉଭୟକୁ ଯେଉଁଟାକି ବଳଶାଳୀ ଏବଂ ଅନ୍ୟ ଯେଉଁଟାକି ପୁରାପୁରି ଭାଙ୍ଗି ଯାଇଛି। ଏବଂ ତା’ ହସ୍ତରୁ ଖଡ଼୍ଗ ଖସାଇ ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ମିସରର ରାଜା ଫାରୋର ପ୍ରତିକୂଳ ଅଟୁ, ଆଉ ତାହାର ବଳବାନ ଓ ଭଗ୍ନ, ଉଭୟ ବାହୁ ଭାଙ୍ଗି ପକାଇବା ଓ ଆମ୍ଭେ ତାହାର ହସ୍ତରୁ ଖଡ୍ଗ ଖସାଇ ପକାଇବା।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ମିସରର ରାଜା ଫାରୋର ପ୍ରତିକୂଳ ଅଟୁ, ଆଉ ତାହାର ବଳବାନ ଓ ଭଗ୍ନ, ଉଭୟ ବାହୁ ଭାଙ୍ଗି ପକାଇବା ଓ ଆମ୍ଭେ ତାହାର ହସ୍ତରୁ ଖଡ୍ଗ ଖସାଇ ପକାଇବା।