Ezekiel 30:23 — Compare Translations
5 translations compared side by side
Odia - 1840
"ଏବଂ ମୁଁ ମିଶରୀଯମାନଙ୍କୁ ନାନା ଗୋଷ୍ଠୀ ମଧିଅରେ ଓ ନାନା ଦେଶ ରେ ସମାନଙ୍କେୁ ଛିନ୍ନଭିନ୍ନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ମିସ୍ରୀୟ-ମାନଙ୍କୁ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ମିଶରୀୟମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଓ ନାନା ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ମିସରୀୟମାନଙ୍କୁ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ମିସ୍ରୀୟମାନଙ୍କୁ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା।