Ezekiel 30:24 — Compare Translations
5 translations compared side by side
Odia - 1840
"ଏବଂ ମୁଁ ବାବିଲ ରାଜାର ଉଭୟ ବାହୁ ସବଳ କରିବି ଓ ମାରେ ଖଡ୍ଗ ଧରିବାକୁ ଦବେି। କିନ୍ତୁ ମୁଁ ଫାରୋର ବାହୁଦ୍ବଯ ଭାଙ୍ଗି ପକାଇବି। ତେଣୁ ସେ ମୁମୁର୍ଷୁ ଲୋକମାନେ କ୍ରନ୍ଦନ କଲାପରି ବିଳାପ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ବାବିଲ ରାଜାର ବାହୁଦ୍ଵୟ ସବଳ କରିବା ଓ ତାହା ହସ୍ତରେ ଆମ୍ଭର ଖଡ଼୍ଗ ଦେବା; ମାତ୍ର ଆମ୍ଭେ ଫାରୋର ବାହୁଦ୍ଵୟ ଭାଙ୍ଗି ପକାଇବା, ତହିଁରେ ସେ ପ୍ରାଣନାଶକ କ୍ଷତପ୍ରାପ୍ତ ଲୋକର କାତରୋକ୍ତି ତୁଲ୍ୟ କାତରୋକ୍ତି ତାହା ସାକ୍ଷାତରେ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ବାବିଲ ରାଜାର ଉଭୟ ବାହୁ ସବଳ କରିବି ଓ ମୋର ଖଡ଼୍ଗ ଧରିବାକୁ ଦେବି। କିନ୍ତୁ ମୁଁ ଫାରୋର ବାହୁଦ୍ୱୟ ଭାଙ୍ଗି ପକାଇବି। ତେଣୁ ସେ ମୁମୁର୍ଷୁ ଲୋକମାନେ କ୍ରନ୍ଦନ କଲାପରି ବିଳାପ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ସବଳ କରିବା ଓ ତାହା ହସ୍ତରେ ଆମ୍ଭର ଖଡ୍ଗ ଦେବା; ମାତ୍ର ଆମ୍ଭେ ଫାରୋର ବାହୁଦ୍ୱୟ ଭାଙ୍ଗି ପକାଇବା, ତହିଁରେ ସେ ପ୍ରାଣନାଶକ କ୍ଷତପ୍ରାପ୍ତ ଲୋକର କାତରୋକ୍ତି ତୁଲ୍ୟ କାତରୋକ୍ତି ତାହା ସାକ୍ଷାତରେ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ସବଳ କରିବା ଓ ତାହା ହସ୍ତରେ ଆମ୍ଭର ଖଡ୍ଗ ଦେବା; ମାତ୍ର ଆମ୍ଭେ ଫାରୋର ବାହୁଦ୍ୱୟ ଭାଙ୍ଗି ପକାଇବା, ତହିଁରେ ସେ ପ୍ରାଣନାଶକ କ୍ଷତପ୍ରାପ୍ତ ଲୋକର କାତରୋକ୍ତି ତୁଲ୍ୟ କାତରୋକ୍ତି ତାହା ସାକ୍ଷାତରେ କରିବ।