Ezekiel 30:25 — Compare Translations

5 translations compared side by side

Odia - 1840
"ମୁଁ ବାବିଲ ରାଜାର ବାହୁସବୁ ସବଳ କରିବି ଓ ଫାରୋ ରାଜାର ବାହୁସବୁ ପତନ ଘଟାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ବାବିଲ ରାଜାର ବାହୁଦ୍ଵୟ ଟେକି ଧରିବା ଓ ଫାରୋର ବାହୁଦ୍ଵୟ ତଳକୁ ଓହଳି ପଡ଼ିବ; ଆଉ, ଆମ୍ଭେ ଯେତେବେଳେ ବାବିଲ ରାଜାର ହସ୍ତରେ ଆମ୍ଭର ଖଡ଼୍‍ଗ ଦେବା ଓ ସେ ମିସର ଦେଶ ବିରୁଦ୍ଧରେ ତାହା ବିସ୍ତାର କରିବ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ବାବିଲ ରାଜାର ବାହୁସବୁ ସବଳ କରିବି ଓ ଫାରୋ ରାଜାର ବାହୁସବୁ ପତନ ଘଟାଇବି। “ମୁଁ ଯେତେବେଳେ ବାବିଲ ରାଜା ହସ୍ତରେ ‌‌ଖ‌ଡ଼୍‌ଗ ଦେବି ଓ ଯେତେବେଳେ ସେ ଏହାକୁ ମିଶର ଭୂମିର ବିରୁଦ୍ଧରେ ଉଠାଇବ। ସେତେବେଳେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ସେମାନେ ଜାଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ଟେକି ଧରିବା ଓ ଫାରୋର ବାହୁଦ୍ୱୟ ତଳକୁ ଓହଳି ପଡ଼ିବ; ଆଉ, ଆମ୍ଭେ ଯେତେବେଳେ ବାବିଲ ରାଜାର ହସ୍ତରେ ଆମ୍ଭର ଖଡ୍ଗ ଦେବା ଓ ସେ ମିସର ଦେଶ ବିରୁଦ୍ଧରେ ତାହା ବିସ୍ତାର କରିବ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Odia IRV 2017 (ଓଡିଆ ବାଇବେଲ)