Ezekiel 30:26 — Compare Translations

5 translations compared side by side

Odia - 1840
"ଏବଂ ମୁଁ ମିଶରୀଯମାନଙ୍କୁ ନାନା ଜାତିଗଣ ମଧିଅରେ ଓ ନାନା ଦେଶ ରେ ସମାନଙ୍କେୁ ବିକ୍ଷିପ୍ତ କରିବି। ତାହା ହେଲେ ସମାନେେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ମିସ୍ରୀୟମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବାନ୍ତ ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ମିଶରୀୟମାନଙ୍କୁ ନାନା ଜାତିଗଣ ମଧ୍ୟରେ ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବି। ତାହାହେଲେ ସେମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ମିସରୀୟମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ମିସ୍ରୀୟମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”