Ezekiel 30:3 — Compare Translations
5 translations compared side by side
Odia - 1840
"କାରଣ ସଦେିନ ନିକଟବର୍ତ୍ତୀ, ହଁ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସଦେିନ ମଘାେଚ୍ଛନ୍ନ ଦିନ। ତାହା ରାଷ୍ଟ୍ରମାନଙ୍କ ପାଇଁ କାଳ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେଦିନ ନିକଟବର୍ତ୍ତୀ, ହଁ, ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସେଦିନ ମେଘାଚ୍ଛନ୍ନ ଦିନ; ତାହା ଅନ୍ୟ ଦେଶୀୟମାନଙ୍କର କାଳ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେଦିନ ନିକଟବର୍ତ୍ତୀ, ହଁ, ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସେଦିନ ମେଘାଚ୍ଛନ୍ନ ଦିନ। ତାହା ରାଷ୍ଟ୍ରମାନଙ୍କ ପାଇଁ କାଳ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେହି ଦିନ ନିକଟବର୍ତ୍ତୀ, ହଁ, ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସେହି ଦିନ ମେଘାଚ୍ଛନ୍ନ ଦିନ; ତାହା ଅନ୍ୟଦେଶୀୟମାନଙ୍କର କାଳ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେହି ଦିନ ନିକଟବର୍ତ୍ତୀ, ହଁ, ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସେହି ଦିନ ମେଘାଚ୍ଛନ୍ନ ଦିନ; ତାହା ଅନ୍ୟ ଦେଶୀୟମାନଙ୍କର କାଳ ହେବ।