Ezekiel 30:4 — Compare Translations
5 translations compared side by side
Odia - 1840
"ଏବଂ ମିଶର ବିରୁଦ୍ଧ ରେ ଏକ ଖଡ୍ଗ ଆସିବ। ଏବଂ ମିଶର ଦେଶ ରେ ଲୋକମାନେ ନିହତ ହେଲେ କୂଶ ଦେଶ ଭୟ ରେ ଥରିବ। ଏବଂ ଶତୃ ତାହାର ଧନସମ୍ପତ୍ତିସବୁ ନଇେଯିବେ ଓ ତାହାର ମୂଳଭିତ୍ତିସବୁ ଭାଙ୍ଗି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମିସର ବିରୁଦ୍ଧରେ ଖଡ଼୍ଗ ଆସିବ ଓ ମିସର ଦେଶରେ ହତ ଲୋକମାନେ ପତିତ ହେଲେ କୂଶ ମଧ୍ୟରେ ଯାତନା ହେବ; ଆଉ, ସେମାନେ ତାହାର ଲୋକାରଣ୍ୟକୁ ଘେନିଯିବେ ଓ ତାହାର ଭିତ୍ତିମୂଳସକଳ ଭଗ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମିଶର ବିରୁଦ୍ଧରେ ଏକ ଖଡ଼୍ଗ ଆସିବ। ଏବଂ ମିଶର ଦେଶରେ ଲୋକମାନେ ନିହତ ହେଲେ କୂଶ ଦେଶ ଭୟରେ ଥରିବ। ଏବଂ ଶତ୍ରୁ ତାହାର ଧନସମ୍ପତ୍ତିସବୁ ନେଇଯିବେ ଓ ତାହାର ମୂଳଭିତ୍ତିସବୁ ଭାଙ୍ଗି ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମିସର ବିରୁଦ୍ଧରେ ଖଡ୍ଗ ଆସିବ ଓ ମିସର ଦେଶରେ ହତ ଲୋକମାନେ ପତିତ ହେଲେ କୂଶ ମଧ୍ୟରେ ଯାତନା ହେବ; ଆଉ, ସେମାନେ ତାହାର ଧନସମ୍ପତ୍ତି ଘେନିଯିବେ ଓ ତାହାର ଭିତ୍ତିମୂଳସକଳ ଭଗ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମିସର ବିରୁଦ୍ଧରେ ଖଡ୍ଗ ଆସିବ ଓ ମିସର ଦେଶରେ ହତ ଲୋକମାନେ ପତିତ ହେଲେ କୂଶ ମଧ୍ୟରେ ଯାତନା ହେବ; ଆଉ, ସେମାନେ ତାହାର ଧନସମ୍ପତ୍ତି ଘେନି ଯିବେ ଓ ତାହାର ଭିତ୍ତିମୂଳସକଳ ଭଗ୍ନ ହେବ।