Ezekiel 30:5 — Compare Translations
5 translations compared side by side
Odia - 1840
"ଏବଂ ଇଶ୍ରାୟେଲ ଲୋକମାନଙ୍କ ସହିତ କୂଶ, ପୁଟ୍ ଓ ଲୂଦ୍, ସମସ୍ତ ଆରବୀଯ, ଲିବିଯା ଏବଂ ଇଶ୍ରାୟେଲର ଲୋକମାନେ ଖଡ୍ଗ ରେ ବିନାଶ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୂଶ୍ ଓ ପୂଟ୍ ଓ ଲୁଦ୍, ଆଉ ମିଶ୍ରିତ ଲୋକ ସମସ୍ତେ, ପୁଣି କୂବ୍ ଓ ମିତ୍ରଦେଶୀୟ ଲୋକ ସମସ୍ତେ ସେମାନଙ୍କ ସଙ୍ଗେ ଖଡ଼୍ଗରେ ପତିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“‘ଏବଂ ଇସ୍ରାଏଲ ଲୋକମାନଙ୍କ ସହିତ କୂଶ, ପୂଟ୍ ଓ ଲୂଦ୍, ସମସ୍ତ ଆରବୀୟ, ଲିବିୟା ଏବଂ ଇସ୍ରାଏଲର ଲୋକମାନେ ଖଡ଼୍ଗରେ ବିନାଶ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୂଶ ଓ ପୂଟ୍ ଓ ଲୁଦ୍, ଆଉ ମିଶ୍ରିତ ଲୋକ ସମସ୍ତେ, ପୁଣି, କୂବ୍ ଓ ମିତ୍ରଦେଶୀୟ ଲୋକ ସମସ୍ତେ ସେମାନଙ୍କ ସଙ୍ଗେ ଖଡ୍ଗରେ ପତିତ ହେବେ।
Odia IRV 2017 (ଓଡିଆ ବାଇବେଲ)
କୂଶ ଓ ପୂଟ୍ ଓ ଲୁଦ୍, ଆଉ ମିଶ୍ରିତ ଲୋକ ସମସ୍ତେ, ପୁଣି, କୂବ୍ ଓ ମିତ୍ରଦେଶୀୟ ଲୋକ ସମସ୍ତେ ସେମାନଙ୍କ ସଙ୍ଗେ ଖଡ୍ଗରେ ପତିତ ହେବେ।”