Ezekiel 30:6 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ଏହିକଥା କହନ୍ତି, ମିଶରର ସମର୍ଥକମାନେ ପତିତ ହବେେ ଓ ତାହାର ପରାକ୍ରମ ଓ ଗର୍ବ ଖର୍ବ ହବେ। ସିବନେୀ ଦୁର୍ଗଠାରୁ ଆଶ୍ବାନ ପର୍ୟ୍ଯନ୍ତ ସମସ୍ତ ଲୋକ ଖଡ୍ଗ ରେ ପତିତ ହବେେ। ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ମିସରର ସହାୟକାରୀ-ମାନେ ପତିତ ହେବେ ଓ ତାହାର ପରାକ୍ରମର ଗର୍ବ ଖର୍ବ ହେବ; ସିବେନୀ ଦୁର୍ଗଠାରୁ ଲୋକ ସମସ୍ତେ ତହିଁ ମଧ୍ୟରେ ଖଡ଼୍‍ଗ ଦ୍ଵାରା ପତିତ ହେବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“‘ସଦାପ୍ରଭୁ, ମୋର ପ୍ରଭୁ ଏହିକଥା କହନ୍ତି, ମିଶରର ସମର୍ଥକମାନେ ପତିତ ହେବେ ଓ ତାହାର ପରାକ୍ରମ ଓ ଗର୍ବ ଖର୍ବ ହେବ। ସିବେନୀ ଦୁର୍ଗଠାରୁ ଆଶ୍ୱାନ ପର୍ଯ୍ୟନ୍ତ ସମସ୍ତ ଲୋକ ‌‌ଖ‌ଡ଼୍‌ଗରେ ପତିତ ହେବେ।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, ମିସରର ସହାୟକାରୀମାନେ ପତିତ ହେବେ ଓ ତାହାର ପରାକ୍ରମର ଗର୍ବ ଖର୍ବ ହେବ; ମିଗ୍‍ଦୋଲଠାରୁ ସିବେନୀ ଦୁର୍ଗ ପର୍ଯ୍ୟନ୍ତ ଲୋକ ସମସ୍ତେ ତହିଁ ମଧ୍ୟରେ ଖଡ୍ଗ ଦ୍ୱାରା ପତିତ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ମିସରର ସହାୟକାରୀମାନେ ପତିତ ହେବେ ଓ ତାହାର ପରାକ୍ରମର ଗର୍ବ ଖର୍ବ ହେବ; ମିଗ୍‍ଦୋଲଠାରୁ ସିବେନୀ ଦୁର୍ଗ ପର୍ଯ୍ୟନ୍ତ ଲୋକ ସମସ୍ତେ ତହିଁ ମଧ୍ୟରେ ଖଡ୍ଗ ଦ୍ୱାରା ପତିତ ହେବେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।