Ezekiel 30:7 — Compare Translations
5 translations compared side by side
Odia - 1840
"ପୁଣି ସମାନେେ ଅନ୍ୟ ଧ୍ବଂସପ୍ରାପ୍ତ ନଗରଗୁଡ଼ିକ ମଧିଅରେ ଧ୍ବଂସ ହବେେ। ଏବଂ ତାହାର ନଗର ସକଳ ଉଚ୍ଛିନ୍ନ ନଗର ସମୂହର ମଧିଅରେ ଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଧ୍ଵଂସିତ ନଗରସମୂହ ମଧ୍ୟରେ ଧ୍ଵଂସିତ ହେବେ ଓ ତାହାର ନଗରସକଳ ଉତ୍ସନ୍ନ ନଗରସମୂହର ମଧ୍ୟରେ ଥିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ଅନ୍ୟ ଧ୍ୱଂସପ୍ରାପ୍ତ ନଗରଗୁଡ଼ିକ ମଧ୍ୟରେ ଧ୍ୱଂସ ହେବେ। ଏବଂ ତାହାର ନଗର ସକଳ ଉଚ୍ଛିନ୍ନ ନଗର ସମୂହର ମଧ୍ୟରେ ଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଧ୍ୱଂସିତ ନଗରସମୂହ ମଧ୍ୟରେ ଧ୍ୱଂସିତ ହେବେ ଓ ତାହାର ନଗରସକଳ ଉତ୍ସନ୍ନ ନଗରସମୂହର ମଧ୍ୟରେ ଥିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଧ୍ୱଂସିତ ନଗରସମୂହ ମଧ୍ୟରେ ଧ୍ୱଂସିତ ହେବେ ଓ ତାହାର ନଗରସକଳ ଉତ୍ସନ୍ନ ନଗରସମୂହର ମଧ୍ୟରେ ଥିବ।