Ezekiel 30:8 — Compare Translations

5 translations compared side by side

Odia - 1840
"ମୁଁ ମିଶର ରେ ଅଗ୍ନି ସଂୟୋଗ କରିବି। ଫଳ ରେ ତାହାର ସହାୟକମାନେ ବିନଷ୍ଟ ହବେେ। ସେତବେେଳେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ସମାନେେ ଜାଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇଲା ଉତ୍ତାରେ ଓ ତାହାର ସହାୟକାରୀ ସମସ୍ତେ ବିନଷ୍ଟ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମିଶରରେ ଅଗ୍ନି ସଂଯୋଗ କରିବି। ଫଳରେ ତାହାର ସହାୟକମାନେ ବିନଷ୍ଟ ହେବେ। ସେତେବେଳେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ସେମାନେ ଜାଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇଲା ଉତ୍ତାରେ ଓ ତାହାର ସହାୟକାରୀ ସମସ୍ତେ ବିନଷ୍ଟ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇଲା ଉତ୍ତାରେ ଓ ତାହାର ସହାୟକାରୀ ସମସ୍ତେ ବିନଷ୍ଟ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।