Ezekiel 30:9 — Compare Translations

5 translations compared side by side

Odia - 1840
" ସଦେିନ ଆମ୍ଭେ କୂଶୀଯମାନଙ୍କୁ ଭୀତ କରାଇବା ପାଇଁ ଜାହାଜ ଦ୍ବାରା ଦୂତମାନଙ୍କୁ ପଠଇବୋ। ଯେତବେେଳେ ମିଶର ରେ ଦୁର୍ଦ୍ଦିନ ପହଞ୍ଚେ, ଆତଙ୍କ କୂଶୀଯକୁ ଅତିକ୍ରମ କରିବ। ଏଥିପାଇଁ ଏହା ପ୍ରକୃତ ରେ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନ ନିଶ୍ଚି; କୂଶୀୟମାନଙ୍କୁ ଭୀତ କରାଇବା ପାଇଁ ଦୂତମାନେ ଆମ୍ଭ ସମ୍ମୁଖରୁ ଜାହାଜରେ ଯିବେ; ପୁଣି, ମିସରର ଦିନରେ ଯେପରି ହୋଇଥିଲା, ସେପରି ସେମାନଙ୍କର ଯାତନା ହେବ; କାରଣ ଦେଖ, ତାହା ଆସୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“‘ସେଦିନ ଆମ୍ଭେ କୂଶୀୟମାନଙ୍କୁ ଭୀତ କରାଇବା ପାଇଁ ଜାହାଜ ଦ୍ୱାରା ଦୂତମାନଙ୍କୁ ପଠେଇବା। ଯେତେବେଳେ ମିଶରରେ ଦୁର୍ଦ୍ଦିନ ପହଞ୍ଚେ, ଆତଙ୍କ କୂଶୀୟକୁ ଅତିକ୍ରମ କରିବ। ଏଥିପାଇଁ ଏହା ପ୍ରକୃତରେ ଘଟିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ନିଶ୍ଚିନ୍ତ କୂଶୀୟମାନଙ୍କୁ ଭୀତ କରାଇବା ପାଇଁ ଦୂତମାନେ ଆମ୍ଭ ସମ୍ମୁଖରୁ ଜାହାଜରେ ଯିବେ; ପୁଣି, ମିସରର ଦିନରେ ଯେପରି ହୋଇଥିଲା, ସେହିପରି ସେମାନଙ୍କର ଯାତନା ହେବ; କାରଣ ଦେଖ, ତାହା ଆସୁଅଛି।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ନିଶ୍ଚିନ୍ତ କୂଶୀୟମାନଙ୍କୁ ଭୀତ କରାଇବା ପାଇଁ ଦୂତମାନେ ଆମ୍ଭ ସମ୍ମୁଖରୁ ଜାହାଜରେ ଯିବେ; ପୁଣି, ମିସରର ଦିନରେ ଯେପରି ହୋଇଥିଲା, ସେହିପରି ସେମାନଙ୍କର ଯାତନା ହେବ; କାରଣ ଦେଖ, ତାହା ଆସୁଅଛି।