Ezekiel 31:10 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ' ସହେି ବୃକ୍ଷ ଅତି ଉଚ୍ଚ ହେଲା। ଗହଳିଆ ଡ଼ାଳସବୁର ଶିଖର ଦେଶ ଉଚ୍ଚତା ରେ ମେଘକୁ ସ୍ପର୍ଶ କଲା। ଆଉ ତାହା ଏତେ ଅଧିକ ଉଚ୍ଚ ହେଲା ଯେ ଏହା ଅହଂକାରୀ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ସେ ବୃକ୍ଷ ଦୀର୍ଘତାରେ ଉଚ୍ଚୀକୃତ ହୋଇଅଛି ଓ ଗହଳିଆ ଡାଳସମୂହ ମଧ୍ୟରେ ସେ ଆପଣା ଶିଖର ରଖିଅଛି, ଆଉ ଆପଣାର ଉଚ୍ଚତାରେ ତାହାର ଅନ୍ତଃକରଣ ଗର୍ବିତ ହୋଇଅଛି,
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ସେହି ବୃକ୍ଷ ଅତି ଉଚ୍ଚ ହେଲା। ଗହଳିଆ ଡାଳସବୁର ଶିଖର ଦେଶ ଉଚ୍ଚତାରେ ମେଘକୁ ସ୍ପର୍ଶ କଲା। ଆଉ ତାହା ଏତେ ଅଧିକ ଉଚ୍ଚ ହେଲା ଯେ ଏହା ଅହଂକାରୀ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ସେ ବୃକ୍ଷ ଦୀର୍ଘତାରେ ଉଚ୍ଚୀକୃତ ହୋଇଅଛି ଓ ଗହଳିଆ ଡାଳସମୂହ ମଧ୍ୟରେ ସେ ଆପଣା ଶିଖର ରଖିଅଛି, ଆଉ ଆପଣାର ଉଚ୍ଚତାରେ ତାହାର ଅନ୍ତଃକରଣ ଗର୍ବିତ ହୋଇଅଛି,
Odia IRV 2017 (ଓଡିଆ ବାଇବେଲ)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ସେ ବୃକ୍ଷ ଦୀର୍ଘତାରେ ଉଚ୍ଚୀକୃତ ହୋଇଅଛି ଓ ଗହଳିଆ ଡାଳସମୂହ ମଧ୍ୟରେ ସେ ଆପଣା ଶିଖର ରଖିଅଛି, ଆଉ ଆପଣାର ଉଚ୍ଚତାରେ ତାହାର ଅନ୍ତଃକରଣ ଗର୍ବିତ ହୋଇଅଛି,