Ezekiel 31:11 — Compare Translations
5 translations compared side by side
Odia - 1840
"ଏଥିପାଇଁ ମୁଁ ତାହାକୁ ବଳବାନ୍ ଶାସକର ହସ୍ତ ରେ ଦଇେଅଛି। ଯାହା ଫଳ ରେ ସେ ଏହାକୁ ତା'ର ଦୁଷ୍ଟାମି ଅନୁୟାଯୀ ବ୍ଯବହାର କରିବ। ମୁଁ ଏହାକୁ ଖାରଜ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଆମ୍ଭେ ତାହାକୁ ନାନା ଗୋଷ୍ଠୀ ମଧ୍ୟରେ ବଳବାନର ହସ୍ତରେ ସମର୍ପଣ କରିବା, ସେ ନିଶ୍ଚୟ ତାହା ସହିତ ଉଚିତ ବ୍ୟବହାର କରିବ, ଆମ୍ଭେ ତାହାର ଦୁଷ୍ଟତା ସକାଶୁ ତାହାକୁ ତଡ଼ି ଦେଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିପାଇଁ ମୁଁ ତାହାକୁ ବଳବାନ୍ ଶାସକର ହସ୍ତରେ ଦେଇଅଛି। ଯାହା ଫଳରେ ସେ ଏହାକୁ ତା’ର ଦୁଷ୍ଟାମି ଅନୁଯାୟୀ ବ୍ୟବହାର କରିବ। ମୁଁ ଏହାକୁ ଖାରଜ କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଆମ୍ଭେ ତାହାକୁ ନାନା ଗୋଷ୍ଠୀ ମଧ୍ୟରେ ବଳବାନର ହସ୍ତରେ ସମର୍ପଣ କରିବା, ସେ ନିଶ୍ଚୟ ତାହା ସହିତ ଉଚିତ ବ୍ୟବହାର କରିବ, ଆମ୍ଭେ ତାହାର ଦୁଷ୍ଟତା ସକାଶୁ ତାହାକୁ ତଡ଼ି ଦେଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଆମ୍ଭେ ତାହାକୁ ନାନା ଗୋଷ୍ଠୀ ମଧ୍ୟରେ ବଳବାନର ହସ୍ତରେ ସମର୍ପଣ କରିବା, ସେ ନିଶ୍ଚୟ ତାହା ସହିତ ଉଚିତ ବ୍ୟବହାର କରିବ, ଆମ୍ଭେ ତାହାର ଦୁଷ୍ଟତା ସକାଶୁ ତାହାକୁ ତଡ଼ି ଦେଇଅଛୁ।