Ezekiel 31:12 — Compare Translations
5 translations compared side by side
Odia - 1840
"ପୁଣି ଜାତିମାନଙ୍କ ମଧିଅରେ ଭୟଙ୍କର ବିଦେଶୀମାନେ ତାହାକୁ କାଟି ପକାଇ ଛାଡ଼ି ୟାଇଛନ୍ତି। ପର୍ବତମାନଙ୍କ ଉପ ରେ ଓ ସମସ୍ତ ଉପତ୍ୟକା ରେ ତାହାର ଶାଖାସବୁ ପଡ଼ିଅଛି। ଆଉ ଦେଶର ସବୁ ଜଳ ପ୍ରବାହ ନିକଟରେ ତାହାର ଡ଼ାଳସବୁ ଭଙ୍ଗା ୟାଇଛି। ତେଣୁ ପୃଥିବୀସ୍ଥ ୟାବତୀଯ ଜାତି ତାହାର ଛାଯା ତଳୁ ଚାଲିୟାଇଛନ୍ତି ଓ ତାକୁ ପରିତ୍ଯାଗ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଗୋଷ୍ଠୀୟମାନଙ୍କ ମଧ୍ୟରେ ଭୟଙ୍କର ବିଦେଶୀମାନେ ତାହାକୁ କାଟି ପକାଇ ଛାଡ଼ି ଯାଇଅଛନ୍ତି; ପର୍ବତମାନଙ୍କ ଉପରେ ଓ ସକଳ ଉପତ୍ୟକାରେ ତାହାର ଶାଖାସବୁ ପଡ଼ିଅଛି, ଆଉ ଦେଶର ସକଳ ଜଳ-ପ୍ରବାହର ନିକଟରେ ତାହାର ଡାଳସବୁ ଭଙ୍ଗା ଯାଇଅଛି; ପୁଣି, ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ତାହାର ଛାୟା ତଳୁ ଯାଇଅଛନ୍ତି ଓ ତାହାକୁ ତ୍ୟାଗ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଜାତିମାନଙ୍କ ମଧ୍ୟରେ ଭୟଙ୍କର ବିଦେଶୀମାନେ ତାହାକୁ କାଟି ପକାଇ ଛାଡ଼ି ଯାଇଛନ୍ତି। ପର୍ବତମାନଙ୍କ ଉପରେ ଓ ସମସ୍ତ ଉପତ୍ୟକାରେ ତାହାର ଶାଖାସବୁ ପଡ଼ିଅଛି। ଆଉ ଦେଶର ସବୁ ଜଳ ପ୍ରବାହ ନିକଟରେ ତାହାର ଡାଳସବୁ ଭଙ୍ଗା ଯାଇଛି। ତେଣୁ ପୃଥିବୀସ୍ଥ ଯାବତୀୟ ଜାତି ତାହାର ଛାୟା ତଳୁ ଗ୍ଭଲିଯାଇଛନ୍ତି ଓ ତାକୁ ପରିତ୍ୟାଗ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଗୋଷ୍ଠୀୟମାନଙ୍କ ମଧ୍ୟରେ ଭୟଙ୍କର ବିଦେଶୀମାନେ ତାହାକୁ କାଟି ପକାଇ ଛାଡ଼ି ଯାଇଅଛନ୍ତି; ପର୍ବତମାନଙ୍କ ଉପରେ ଓ ସକଳ ଉପତ୍ୟକାରେ ତାହାର ଶାଖାସବୁ ପଡ଼ିଅଛି, ଆଉ ଦେଶର ସକଳ ଜଳପ୍ରବାହର ନିକଟରେ ତାହାର ଡାଳସବୁ ଭଙ୍ଗା ଯାଇଅଛି; ପୁଣି, ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ତାହାର ଛାୟା ତଳୁ ଯାଇଅଛନ୍ତି ଓ ତାହାକୁ ତ୍ୟାଗ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)