Ezekiel 31:13 — Compare Translations

5 translations compared side by side

Odia - 1840
"ଏଣିକି ଆକାଶର ପକ୍ଷୀମାନେ ତାହାର ଭାଙ୍ଗି ୟାଇଥିବା ଶାଖା ଉପ ରେ ବାସ କରିବେ ଓ କ୍ଷେତ୍ରସ୍ଥ ପଶୁମାନେ ତାହାର ଭଗ୍ନ ଶାଖାମାନଙ୍କ ମଧିଅରେ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜଳରାଶିର ନିକଟବର୍ତ୍ତୀ ସକଳ ବୃକ୍ଷ ମଧ୍ୟରୁ କୌଣସି ବୃକ୍ଷ ଯେପରି ଆପଣା ଦୀର୍ଘତାରେ ଦର୍ପ ନ କରେ, କିଅବା ଗହଳିଆ ଡାଳମାନଙ୍କ ମଧ୍ୟରେ ଆପଣା ଶିଖର ନ ରଖେ, ଅଥବା ଜଳପାୟୀ ବିକ୍ରମୀସକଳ ଯେପରି ଆପଣା ଆପଣା ଉଚ୍ଚତାରେ ଠିଆ ନ ହୁଅନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଏଣିକି ଆକାଶର ପକ୍ଷୀମାନେ ତାହାର ଭାଙ୍ଗି ଯାଇଥିବା ଶାଖା ଉପରେ ବାସ କରିବେ ଓ କ୍ଷେତ୍ରସ୍ଥ ପଶୁମାନେ ତାହାର ଭଗ୍ନ ଶାଖାମାନଙ୍କ ମଧ୍ୟରେ ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜଳରାଶିର ନିକଟବର୍ତ୍ତୀ ସକଳ ବୃକ୍ଷ ମଧ୍ୟରୁ କୌଣସି ବୃକ୍ଷ ଯେପରି ଆପଣା ଦୀର୍ଘତାରେ ଦର୍ପ ନ କରେ, କିଅବା ଗହଳିଆ ଡାଳମାନଙ୍କ ମଧ୍ୟରେ ଆପଣା ଶିଖର ନ ରଖେ, ଅଥବା ଜଳପାୟୀ ବିକ୍ରମୀସକଳ ଯେପରି ଆପଣା ଆପଣା ଉଚ୍ଚତାରେ ଠିଆ ନ ହୁଅନ୍ତି;
Odia IRV 2017 (ଓଡିଆ ବାଇବେଲ)