Ezekiel 31:14 — Compare Translations

5 translations compared side by side

Odia - 1840
"ଆଉ ଜଳରାଶିର ନିକଟବର୍ତ୍ତୀ କୌଣସି ବୃକ୍ଷ ଆପଣା ଦୀର୍ଘତା ଯୋଗୁଁ ଗର୍ବିତ ହବେ ନାହିଁ ଓ ସମାନେେ ମେଘଗୁଡ଼ିକୁ ଛୁଇଁବା ପାଇଁ ଚେଷ୍ଟା କରିବେ ନାହିଁ। ଆଉ ଜଳ ସଚେିତ ବୃକ୍ଷସବୁ କିପରି ସମାନେେ ଡେଙ୍ଗା ହବେେ, ଏ ବିଷଯ ରେ ଅହଂକାର କରିବେ ନାହିଁ। କାରଣ ସମାନଙ୍କେ ମଧ୍ଯରୁ ସମସ୍ତେ ମୃତ୍ଯୁ ଅବଶ୍ଯାମ୍ଭାବିତ ଅଟେ, ପୃଥିବୀ ତଳକୁ ୟିବାକୁ ଠିକ୍ ଲୋକମାନେ କବରକୁ ଗଲାପରି। ସମାନେେ ଅନ୍ୟମାନଙ୍କୁ ଯୋଗ ଦବେେ, ୟିଏ ପୂର୍ବରୁ ଗର୍ତ୍ତ ଭିତରକୁ ୟାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଅଭିପ୍ରାୟରେ ତାହାର ଭଗ୍ନାବଶିଷ୍ଟାଂଶ ଉପରେ ଆକାଶର ପକ୍ଷୀସକଳ ବାସ କରିବେ ଓ କ୍ଷେତ୍ରସ୍ଥ ପଶୁସକଳ ତାହାର ଶାଖାମାନଙ୍କ ଉପରେ ରହିବେ; କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଗର୍ତ୍ତଗାମୀମାନଙ୍କ ସହିତ ସେସମସ୍ତେ ମୃତ୍ୟୁରେ ଅଧୋଭୁବନରେ ସମର୍ପିତ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଜଳରାଶିର ନିକଟବର୍ତ୍ତୀ କୌଣସି ବୃକ୍ଷ ଆପଣା ଦୀର୍ଘତା ଯୋଗୁଁ ଗର୍ବିତ ହେବ ନାହିଁ ଓ ସେମାନେ ମେଘଗୁଡ଼ିକୁ ଛୁଇଁବା ପାଇଁ ଚେଷ୍ଟା କରିବେ ନାହିଁ। ଆଉ ଜଳ ସେଚିତ ବୃକ୍ଷସବୁ କିପରି ସେମାନେ ଡେଙ୍ଗା ହେବେ, ଏ ବିଷୟରେ ଅହଂକାର କରିବେ ନାହିଁ। କାରଣ ସେମାନଙ୍କ ମଧ୍ୟରୁ ସମସ୍ତେ ମୃତ୍ୟୁ ଅବଶ୍ୟମ୍ଭାବିତ ଅଟେ, ପୃଥିବୀ ତଳକୁ ଯିବାକୁ ଠିକ୍ ଲୋକମାନେ କବରକୁ ଗଲାପରି। ସେମାନେ ଅନ୍ୟମାନଙ୍କୁ ଯୋଗ ଦେବେ, ଯିଏ ପୂର୍ବରୁ ଗର୍ତ୍ତ ଭିତରକୁ ଯାଇଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଅଭିପ୍ରାୟରେ ତାହାର ଭଗ୍ନାବଶିଷ୍ଟାଂଶ ଉପରେ ଆକାଶର ପକ୍ଷସକଳ ବାସ କରିବେ ଓ କ୍ଷେତ୍ରସ୍ଥ ପଶୁସକଳ ତାହାର ଶାଖାମାନଙ୍କ ଉପରେ ରହିବେ; କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଗର୍ତ୍ତଗାମୀମାନଙ୍କ ସହିତ ସେମାନେ ସମସ୍ତେ ମୃତ୍ୟୁୁରେ ଅଧୋଭୁବନରେ ସମର୍ପିତ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହି ଅଭିପ୍ରାୟରେ ତାହାର ଭଗ୍ନାବଶିଷ୍ଟାଂଶ ଉପରେ ଆକାଶର ପକ୍ଷସକଳ ବାସ କରିବେ ଓ କ୍ଷେତ୍ରସ୍ଥ ପଶୁସକଳ ତାହାର ଶାଖାମାନଙ୍କ ଉପରେ ରହିବେ; କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଗର୍ତ୍ତଗାମୀମାନଙ୍କ ସହିତ ସେମାନେ ସମସ୍ତେ ମୃତ୍ୟୁୁରେ ଅଧୋଭୁବନରେ ସମର୍ପିତ ହୋଇଅଛନ୍ତି।”