Ezekiel 31:15 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, ସେ ମୃତ୍ଯୁସ୍ଥାନକୁ ଗଲେ, ମୁଁ ସହେିଦିନ ଶାେକ କଲି। ମୁଁ ତାହାକୁ ଅଗାଧ ଜଳଧି ରେ ଆଚ୍ଛାଦନ କଲି ଓ ତହିଁର ସୋର୍ତସମୂହକୁ ନିବୃତ୍ତ କଲି। ତହିଁରେ ମହାଜଳରାଶି ରୁଦ୍ଧ ହେଲା। ପୁଣି ମୁଁ ତାହା ପାଇଁ ଲିବା ନୋନକୁ ଶାେକାକୁଳ କଲି। ଆଉ କ୍ଷେତ୍ରସ୍ଥ ବୃକ୍ଷମାନେ ଦୁଃଖ ରେ ମ୍ଲାନ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ସେ ପାତାଳକୁ ଓହ୍ଲାଇ ଯିବା ଦିନ ଆମ୍ଭେ ଶୋକ ନିରୂପଣ କଲୁ, ଆମ୍ଭେ ତାହା ସକାଶୁ ଜଳଧିକୁ ଆଚ୍ଛାଦିତ କଲୁ ଓ ଆମ୍ଭେ ତହିଁର ସ୍ରୋତସମୂହକୁ ନିବୃତ୍ତ କଲୁ, ତହିଁରେ ମହାଜଳରାଶି ରୁଦ୍ଧ ହେଲା; ପୁଣି, ଆମ୍ଭେ ତାହା ନିମନ୍ତେ ଲିବାନୋନକୁ ଶୋକ କରାଇଲୁ ଓ କ୍ଷେତ୍ରସ୍ଥ ବୃକ୍ଷସକଳ ତାହା ଲାଗି ମ୍ଳାନ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, “ସେ ମୃତ୍ୟୁସ୍ଥାନକୁ ଗଲେ, ମୁଁ ସେହି ଦିନ ଶୋକ କଲି। ମୁଁ ତାହାକୁ ଅଗାଧ ଜଳଧିରେ ଆଚ୍ଛାଦନ କଲି ଓ ତହିଁର ସ୍ରୋତସମୂହକୁ ନିବୃତ୍ତ କଲି। ତହିଁରେ ମହାଜଳରାଶି ରୁଦ୍ଧ ହେଲା। ପୁଣି ମୁଁ ତାହା ପାଇଁ ଲିବାନୋନକୁ ଶୋକାକୁଳ କଲି। ଆଉ କ୍ଷେତ୍ରସ୍ଥ ବୃକ୍ଷମାନେ ଦୁଃଖରେ ମ୍ଳାନ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେ ପାତାଳକୁ ଓହ୍ଲାଇ ଯିବା ଦିନ ଆମ୍ଭେ ଶୋକ ନିରୂପଣ କଲୁ, ଆମ୍ଭେ ତାହା ସକାଶୁ ଜଳଧିକୁ ଆଚ୍ଛାଦିତ କଲୁ ଓ ଆମ୍ଭେ ତହିଁର ସ୍ରୋତସମୂହକୁ ନିବୃତ୍ତ କଲୁ, ତହିଁରେ ମହାଜଳରାଶି ରୁଦ୍ଧ ହେଲା; ପୁଣି, ଆମ୍ଭେ ତାହା ନିମନ୍ତେ ଲିବାନୋନକୁ ଶୋକ କରାଇଲୁ ଓ କ୍ଷେତ୍ରସ୍ଥ ବୃକ୍ଷସକଳ ତାହା ଲାଗି ମ୍ଳାନ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ସେ ପାତାଳକୁ ଓହ୍ଲାଇ ଯିବା ଦିନ ଆମ୍ଭେ ଶୋକ ନିରୂପଣ କଲୁ, ଆମ୍ଭେ ତାହା ସକାଶୁ ଜଳଧିକୁ ଆଚ୍ଛାଦିତ କଲୁ ଓ ଆମ୍ଭେ ତହିଁର ସ୍ରୋତସମୂହକୁ ନିବୃତ୍ତ କଲୁ, ତହିଁରେ ମହାଜଳରାଶି ରୁଦ୍ଧ ହେଲା; ପୁଣି, ଆମ୍ଭେ ତାହା ନିମନ୍ତେ ଲିବାନୋନକୁ ଶୋକ କରାଇଲୁ ଓ କ୍ଷେତ୍ରସ୍ଥ ବୃକ୍ଷସକଳ ତାହା ଲାଗି ମ୍ଳାନ ହେଲେ।