Ezekiel 31:16 — Compare Translations
5 translations compared side by side
Odia - 1840
"ମୁଁ ତାହାକୁ ଗର୍ତ୍ତଗାମୀମାନଙ୍କ ସହିତ ପାତାଳକୁ ପକାଇ ଦଲୋ ବେଳେ, ତାହାର ପତନ ଶବ ରେ ଗୋଷ୍ଠୀଯମାନେ କମ୍ପିତ ହେଲେ। ପୁଣି ପୃଥିବୀ ରେ ଥିବା ଏଦନର ସମସ୍ତ ଜଳ ସଚେିତ ମନୋନୀତ ବୃକ୍ଷଗୁଡ଼ିକ, ଲିବାନୋନର ସମସ୍ତ ଉତ୍ତମ ବୃକ୍ଷଗୁଡ଼ିକୁ ନିମ୍ନତମ ପୃଥିବୀ ରେ ସାନ୍ତ୍ବନା ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତାହାକୁ ଗର୍ତ୍ତ ଅବରୋହଣକାରୀମାନଙ୍କ ସହିତ ପାତାଳକୁ ପକାଇ ଦେବା ବେଳେ, ତାହାର ପତନ ଶଦ୍ଦରେ ଗୋଷ୍ଠୀୟମାନଙ୍କୁ କମ୍ପିତ କରାଇଲୁ; ପୁଣି ଏଦନର, ଅର୍ଥାତ୍, ଲିବାନୋନର ମନୋନୀତ ଓ ସର୍ବୋତ୍ତମ ଜଳପାୟୀ ବୃକ୍ଷସକଳ ଅଧୋଭୁବନରେ ସାନ୍ତ୍ଵନା ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତାହାକୁ ଗର୍ତ୍ତଗାମୀମାନଙ୍କ ସହିତ ପାତାଳକୁ ପକାଇ ଦେଲା ବେଳେ, ତାହାର ପତନ ଶବରେ ଗୋଷ୍ଠୀୟମାନେ କମ୍ପିତ ହେଲେ। ପୁଣି ପୃଥିବୀରେ ଥିବା ଏଦନର ସମସ୍ତ ଜଳ ସେଚିତ ମନୋନୀତ ବୃକ୍ଷଗୁଡ଼ିକ, ଲିବାନୋନ୍ର ସମସ୍ତ ଉତ୍ତମ ବୃକ୍ଷଗୁଡ଼ିକୁ ନିମ୍ନତମ ପୃଥିବୀରେ ସାନ୍ତ୍ୱନା ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତାହାକୁ ଗର୍ତ୍ତ ଅବରୋହଣକାରୀମାନଙ୍କ ସହିତ ପାତାଳକୁ ପକାଇଦେବା ବେଳେ, ତାହାର ପତନ ଶବ୍ଦରେ ଗୋଷ୍ଠୀୟମାନଙ୍କୁ କମ୍ପିତ କରାଇଲୁ; ପୁଣି, ଏଦନର, ଅର୍ଥାତ୍, ଲିବାନୋନର ମନୋନୀତ ଓ ସର୍ବୋତ୍ତମ ଜଳପାୟୀ ବୃକ୍ଷସକଳ ଅଧୋଭୁବନରେ ସାନ୍ତ୍ୱନା ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତାହାକୁ ଗର୍ତ୍ତ ଅବରୋହଣକାରୀମାନଙ୍କ ସହିତ ପାତାଳକୁ ପକାଇ ଦେବା ବେଳେ, ତାହାର ପତନ ଶବ୍ଦରେ ଗୋଷ୍ଠୀୟମାନଙ୍କୁ କମ୍ପିତ କରାଇଲୁ; ପୁଣି, ଏଦନର, ଅର୍ଥାତ୍, ଲିବାନୋନର ମନୋନୀତ ଓ ସର୍ବୋତ୍ତମ ଜଳପାୟୀ ବୃକ୍ଷସକଳ ଅଧୋଭୁବନରେ ସାନ୍ତ୍ୱନା ପାଇଲେ।