Ezekiel 31:17 — Compare Translations

5 translations compared side by side

Odia - 1840
"ଅନ୍ୟ ଦେଶମାନଙ୍କରୁ ଏହାର ମିତ୍ରଗଣ ଯେଉଁମାନେ ଏହାର ଛାଇ ରେ ବାସ କରୁଥିଲେ, ସମାନେେ ଏହା ସହିତ ସିୟୋନ ତଳକୁ ଗଲେ। ଯେଉଁମାନେ ଖଡ୍ଗ ରେ ହତ ହାଇେଥିଲେ ତାଙ୍କ ସହିତ ମିଳିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ହିଁ ତାହା ସହିତ ପାତାଳକୁ, ଖଡ଼୍‍ଗରେ ହତ ଲୋକମାନଙ୍କ ନିକଟକୁ ଓହ୍ଲାଇ ଗଲେ; ହଁ, ସେମାନେ ତାହାର ବାହୁ ସ୍ଵରୂପ ହୋଇ ତାହାର ଛାୟା ତଳେ ଗୋଷ୍ଠୀୟମାନଙ୍କ ମଧ୍ୟରେ ବାସ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଦେଶମାନଙ୍କରୁ ଏହାର ମିତ୍ରଗଣ ଯେଉଁମାନେ ଏହାର ଛାଇରେ ବାସ କରୁଥିଲେ, ସେମାନେ ଏହା ସହିତ ସିୟୋନ ତଳକୁ ଗଲେ। ଯେଉଁମାନେ ‌‌ଖ‌ଡ଼୍‌ଗରେ ହତ ହୋଇଥିଲେ ତାଙ୍କ ସହିତ ମିଳିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ହିଁ ତାହା ସହିତ ପାତାଳକୁ, ଖଡ୍ଗରେ ହତ ଲୋକମାନଙ୍କ ନିକଟକୁ ଓହ୍ଲାଇ ଗଲେ; ହଁ, ସେମାନେ ତାହାର ବାହୁ ସ୍ୱରୂପ ହୋଇ ତାହାର ଛାୟା ତଳେ ଗୋଷ୍ଠୀୟମାନଙ୍କ ମଧ୍ୟରେ ବାସ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ହିଁ ତାହା ସହିତ ପାତାଳକୁ, ଖଡ୍ଗରେ ହତ ଲୋକମାନଙ୍କ ନିକଟକୁ ଓହ୍ଲାଇ ଗଲେ; ହଁ, ସେମାନେ ତାହାର ବାହୁ ସ୍ୱରୂପ ହୋଇ ତାହାର ଛାୟା ତଳେ ଗୋଷ୍ଠୀୟମାନଙ୍କ ମଧ୍ୟରେ ବାସ କରିଥିଲେ।