Ezekiel 31:18 — Compare Translations
5 translations compared side by side
Odia - 1840
"ମିଶର, ୟିଏକି ମହାନତା ରେ ଗୌରବ ରେ ଏଦନର ବୃକ୍ଷଗୁଡ଼ିକ ତୁମ୍ଭପରି? ଏହା ବ୍ଯତୀତ ତୁମ୍ଭେ ଏଦନର ବୃକ୍ଷଗୁଡ଼ିକ ସହିତ ପୃଥିବୀ ଭୂତଳକୁ ଅଣାୟିବ। ଆଉ ତୁମ୍ଭେ ଅସୁନ୍ନତ ଲୋକମାନଙ୍କ ମଧିଅରେ ଖଡ୍ଗହତ ଲୋକମାନଙ୍କ ସହିତ ଶଯନ କରିବ। ହଁ, ଫାରୋ ଓ ତାହାର ଲୋକମାନଙ୍କ ପ୍ରତି ଏହା ହିଁ ଘଟିବ। ସଦାପ୍ରଭୁ, ମାରେ ପ୍ରଭୁ ତାହା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ତୁମ୍ଭେ ଐଶ୍ଵର୍ଯ୍ୟରେକ୍ ଓ ମହତ୍ତ୍ଵରେ ଏଦନସ୍ଥ ବୃକ୍ଷସମୂହର ମଧ୍ୟରେ କାହାର ତୁଲ୍ୟ? ତଥାପି ତୁମ୍ଭେ ଏଦନସ୍ଥ ବୃକ୍ଷଗଣର ସହିତ ଅଧୋଭୁବନକୁ ଅଣାଯିବ; ତୁମ୍ଭେ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ଖଡ଼୍ଗହତ ଲୋକମାନଙ୍କ ସହିତ ଶୟନ କରିବ । ଏହି ଫାରୋ ଓ ତାହାର ସମସ୍ତ ଲୋକାରଣ୍ୟ ଏପରି ଅଟନ୍ତି, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ମିଶର, ଯିଏ କି ମହାନତାରେ ଗୌରବରେ ଏଦନର ବୃକ୍ଷଗୁଡ଼ିକ ତୁମ୍ଭପରି? ଏହା ବ୍ୟତୀତ ତୁମ୍ଭେ ଏଦନର ବୃକ୍ଷଗୁଡ଼ିକ ସହିତ ପୃଥିବୀ ଭୂତଳକୁ ଅଣାଯିବ। ଆଉ ତୁମ୍ଭେ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ଖଡ଼୍ଗହତ ଲୋକମାନଙ୍କ ସହିତ ଶୟନ କରିବ। “ହଁ, ଫାରୋ ଓ ତାହାର ଲୋକମାନଙ୍କ ପ୍ରତି ଏହା ହିଁ ଘଟିବ।” ସଦାପ୍ରଭୁ, ମୋର ପ୍ରଭୁ ତାହା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ତୁମ୍ଭେ ଐଶ୍ୱର୍ଯ୍ୟରେ ଓ ମହତ୍ତ୍ୱରେ ଏଦନସ୍ଥ ବୃକ୍ଷସମୂହର ମଧ୍ୟରେ କାହାର ତୁଲ୍ୟ? ତଥାପି ତୁମ୍ଭେ ଏଦନସ୍ଥ ବୃକ୍ଷଗଣର ସହିତ ଅଧୋଭୁବନକୁ ଅଣାଯିବ; ତୁମ୍ଭେ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ଖଡ୍ଗହତ ଲୋକମାନଙ୍କ ସହିତ ଶୟନ କରିବ। ଏହି ଫାରୋ ଓ ତାହାର ସମସ୍ତ ଲୋକ ଏପରି ଅଟନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ତୁମ୍ଭେ ଐଶ୍ୱର୍ଯ୍ୟରେ ଓ ମହତ୍ତ୍ୱରେ ଏଦନସ୍ଥ ବୃକ୍ଷସମୂହର ମଧ୍ୟରେ କାହାର ତୁଲ୍ୟ? ତଥାପି ତୁମ୍ଭେ ଏଦନସ୍ଥ ବୃକ୍ଷଗଣର ସହିତ ଅଧୋଭୁବନକୁ ଅଣାଯିବ; ତୁମ୍ଭେ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ଖଡ୍ଗହତ ଲୋକମାନଙ୍କ ସହିତ ଶୟନ କରିବ। ଏହି ଫାରୋ ଓ ତାହାର ସମସ୍ତ ଲୋକ ଏପରି ଅଟନ୍ତି,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।