Ezekiel 31:3 — Compare Translations

5 translations compared side by side

Odia - 1840
"ଅଶୂରକୁ ଦେଖ! ସେ ଲିବାନୋନର ଏରସ ବୃକ୍ଷସ୍ବରୂପ ଅଟେ। ତାହାର ସୁନ୍ଦର ଘନଛାଯାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା। ଆଉ ତାହାର ଶିଖର ମେଘ ମଧିଅରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଅଶୂର ଲିବାନୋନସ୍ଥ ଏରସ ବୃକ୍ଷ ସ୍ଵରୂପ ଥିଲା, ତାହାର ସୁନ୍ଦର ଘନଚ୍ଛାୟାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା ଓ ତାହାର ଶିଖର ଗହଳିଆ ଡାଳ ମଧ୍ୟରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅଶୂରକୁ ଦେଖ! ସେ ଲିବାନୋ‌ନ୍‌ର ଏରସ ବୃକ୍ଷସ୍ୱରୂପ ଅଟେ। ତାହାର ସୁନ୍ଦର ଘନଛାୟାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା। ଆଉ ତାହାର ଶିଖର ମେଘ ମଧ୍ୟରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଅଶୂର ଲିବାନୋନସ୍ଥ ଏରସ ବୃକ୍ଷ ସ୍ୱରୂପ ଥିଲା, ତାହାର ସୁନ୍ଦର ଘନଚ୍ଛାୟାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା ଓ ତାହାର ଶିଖର ଗହଳିଆ ଡାଳ ମଧ୍ୟରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଅଶୂର ଲିବାନୋନସ୍ଥ ଏରସ ବୃକ୍ଷ ସ୍ୱରୂପ ଥିଲା, ତାହାର ସୁନ୍ଦର ଘନଚ୍ଛାୟାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା ଓ ତାହାର ଶିଖର ଗହଳିଆ ଡାଳ ମଧ୍ୟରେ ଥିଲା।