Ezekiel 31:4 — Compare Translations
5 translations compared side by side
Odia - 1840
"ଅମାପ ଜଳ ତାହାକୁ ପୁଷ୍ଟ କଲା। ଗଭୀର ତରଙ୍ଗିଣୀ ତାହାକୁ ବର୍ଦ୍ଧିତ ହେଲା ଓ ତାହାର ସୋର୍ତ ସମୂହ ବୃକ୍ଷରୋପଣ ସ୍ଥାନର ଚତୁର୍ଦ୍ଦିଗ ରେ ପ୍ରବାହିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅପାର ଜଳ ତାହାକୁ ପୁଷ୍ଟ କଲା, ଜଳଧି ତାହାକୁ ବର୍ଦ୍ଧିତ କଲା; ତାହାର ସ୍ରୋତସମୂହ ତାହାର ରୋପଣ ସ୍ଥାନର ଚତୁର୍ଦ୍ଦିଗରେ ବହିଲା ଓ ସେ କ୍ଷେତ୍ରସ୍ଥ ବୃକ୍ଷସକଳର ନିକଟକୁ ଆପଣା ଜଳପ୍ରଣାଳୀ ପଠାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅମାପ ଜଳ ତାହାକୁ ପୁଷ୍ଟ କଲା। ଗଭୀର ତରଙ୍ଗିଣୀ ତାହାକୁ ବର୍ଦ୍ଧିତ ହେଲା ଓ ତାହାର ସ୍ରୋତ ସମୂହ ବୃକ୍ଷରୋପଣ ସ୍ଥାନର ଚତୁର୍ଦ୍ଦିଗରେ ପ୍ରବାହିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅପାର ଜଳ ତାହାକୁ ପୁଷ୍ଟ କଲା, ଜଳଧି ତାହାକୁ ବର୍ଦ୍ଧିତ କଲା; ତାହାର ସ୍ରୋତସମୂହ ତାହାର ରୋପଣ ସ୍ଥାନର ଚତୁର୍ଦ୍ଦିଗରେ ବହିଲା ଓ ସେ କ୍ଷେତ୍ରସ୍ଥ ବୃକ୍ଷସକଳର ନିକଟକୁ ଆପଣା ଜଳପ୍ରଣାଳୀ ପଠାଇଲା।
Odia IRV 2017 (ଓଡିଆ ବାଇବେଲ)
ଅପାର ଜଳ ତାହାକୁ ପୁଷ୍ଟ କଲା, ଜଳଧି ତାହାକୁ ବର୍ଦ୍ଧିତ କଲା; ତାହାର ସ୍ରୋତସମୂହ ତାହାର ରୋପଣ ସ୍ଥାନର ଚତୁର୍ଦ୍ଦିଗରେ ବହିଲା ଓ ସେ କ୍ଷେତ୍ରସ୍ଥ ବୃକ୍ଷସକଳର ନିକଟକୁ ଆପଣା ଜଳପ୍ରଣାଳୀ ପଠାଇଲା।