Ezekiel 31:5 — Compare Translations
5 translations compared side by side
Odia - 1840
"ଏଣୁ କ୍ଷେତ୍ରସ୍ଥ ବୃକ୍ଷଗୁଡ଼ିକ ଅପେକ୍ଷା ସେ ଅତି ଉଚ୍ଚ ହେଲା। ତାହାର ଡାଳଗୁଡ଼ିକ ବହୁସଂଖ୍ଯା ରେ ବଢ଼ିବାକୁ ଲାଗିଲା। ଆଉ ଅମାପ ଜଳ ହତେୁ ତାହାର ଶାଖାସବୁ ପ୍ରସାରିତ ହାଇେ ବଢ଼ିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ସକାଶୁ କ୍ଷେତ୍ରସ୍ଥ ବୃକ୍ଷସକଳ ଅପେକ୍ଷା ସେ ଉଚ୍ଚୀକୃତ ହେଲା ଓ ତାହାର ଡାଳସବୁ ବହୁସଂଖ୍ୟକ ହେଲା; ଆଉ ସେ ଆପଣା ଶାଖା ମେଲିବା ବେଳେ ଅପାର ଜଳ ହେତୁ ସେସବୁ ଦୀର୍ଘ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ କ୍ଷେତ୍ରସ୍ଥ ବୃକ୍ଷଗୁଡ଼ିକ ଅପେକ୍ଷା ସେ ଅତି ଉଚ୍ଚ ହେଲା। ତାହାର ଡାଳଗୁଡ଼ିକ ବହୁସଂଖ୍ୟାରେ ବଢ଼ିବାକୁ ଲାଗିଲା। ଆଉ ଅମାପ ଜଳ ହେତୁ ତାହାର ଶାଖାସବୁ ପ୍ରସାରିତ ହୋଇ ବଢ଼ିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏସକାଶୁ କ୍ଷେତ୍ରସ୍ଥ ବୃକ୍ଷସକଳ ଅପେକ୍ଷା ସେ ଉଚ୍ଚୀକୃତ ହେଲା ଓ ତାହାର ଡାଳସବୁ ବହୁସଂଖ୍ୟକ ହେଲା; ଆଉ ସେ ଆପଣା ଶାଖା ମେଲିବା ବେଳେ ଅପାର ଜଳ ହେତୁ ସେହି ସବୁ ଦୀର୍ଘ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏ ସକାଶୁ କ୍ଷେତ୍ରସ୍ଥ ବୃକ୍ଷସକଳ ଅପେକ୍ଷା ସେ ଉଚ୍ଚୀକୃତ ହେଲା ଓ ତାହାର ଡାଳସବୁ ବହୁସଂଖ୍ୟକ ହେଲା; ଆଉ ସେ ଆପଣା ଶାଖା ମେଲିବା ବେଳେ ଅପାର ଜଳ ହେତୁ ସେହି ସବୁ ଦୀର୍ଘ ହେଲା।