Ezekiel 31:7 — Compare Translations
5 translations compared side by side
Odia - 1840
"ଏହିରୂପେ ସେ ନିଜର ମହତ୍ତ୍ବ ରେ ତାହାର ଶାଖାଗୁଡ଼ିକର ଦୀର୍ଘତା ୟୋଗୁଁ ମନୋହର ହେଲା, କାରଣ ପ୍ରଚୁର ଜଳ ନିକଟରେ ତାହାର ମୂଳ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ସେ ଆପଣା ମହତ୍ତ୍ଵରେ, ତାହାର ଶାଖାସକଳର ଦୀର୍ଘତାରେ ମନୋହର ହେଲା; କାରଣ ପ୍ରଚୁର ଜଳ ନିକଟରେ ତାହାର ମୂଳ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ସେ ନିଜର ମହତ୍ତ୍ୱରେ ତାହାର ଶାଖାଗୁଡ଼ିକର ଦୀର୍ଘତା ଯୋଗୁଁ ମନୋହର ହେଲା, କାରଣ ପ୍ରଚୁର ଜଳ ନିକଟରେ ତାହାର ମୂଳ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ସେ ଆପଣା ମହତ୍ତ୍ୱରେ, ତାହାର ଶାଖାସକଳର ଦୀର୍ଘତାରେ ମନୋହର ହେଲା; କାରଣ ପ୍ରଚୁର ଜଳ ନିକଟରେ ତାହାର ମୂଳ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ସେ ଆପଣା ମହତ୍ତ୍ୱରେ, ତାହାର ଶାଖାସକଳର ଦୀର୍ଘତାରେ ମନୋହର ହେଲା; କାରଣ ପ୍ରଚୁର ଜଳ ନିକଟରେ ତାହାର ମୂଳ ଥିଲା।