Ezekiel 31:8 — Compare Translations

5 translations compared side by side

Odia - 1840
"ଏପରିକି ପରମେଶ୍ବରଙ୍କ ଉଦ୍ୟାନସ୍ଥ ଏରସ ବୃକ୍ଷସବୁ ଏହି ବୃକ୍ଷ ପରି ବଡ଼ ନ ଥିଲେ। ଆଉ ଦବଦୋରୁ ବୃକ୍ଷଗୁଡ଼ିକର କୌଣସି ଶାଖା ନ ଥିଲା। ଏବଂ ସାଧାରଣ ବୃକ୍ଷଗୁଡ଼ିକ ସହେିଭଳି ଶାଖା ୟୁକ୍ତ ନ ଥିଲା। ଆଉ ପରମେଶ୍ବରଙ୍କ ଉଦ୍ୟାନ ରେ କୌଣସି ବୃକ୍ଷ ସୌନ୍ଦର୍ୟ୍ଯ ରେ ତାହାପରି ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କ ଉଦ୍ୟାନସ୍ଥ ଏରସ ବୃକ୍ଷସବୁ ତାହାକୁ ଲୁଚାଇ ପାରିଲେ ନାହିଁ; ଦେବଦାରୁ ବୃକ୍ଷସବୁ ତାହାର ଡାଳ ପରି ଓ ଅର୍ମୋନ୍ ବୃକ୍ଷସବୁ ତାହାର ଶାଖା ପରି ନ ଥିଲେ, ଅଥବା ପରମେଶ୍ଵରଙ୍କ ଉଦ୍ୟାନସ୍ଥିତ କୌଣସି ବୃକ୍ଷ ସୌନ୍ଦର୍ଯ୍ୟରେ ତାହା ପରି ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ପରମେଶ୍ୱରଙ୍କ ଉଦ୍ୟାନସ୍ଥ ଏରସ ବୃକ୍ଷସବୁ ଏହି ବୃକ୍ଷ ପରି ବଡ଼ ନ ଥିଲେ। ଆଉ ଦେବଦାରୁ ବୃକ୍ଷଗୁଡ଼ିକର କୌଣସି ଶାଖା ନ ଥିଲା। ଏବଂ ସାଧାରଣ ବୃକ୍ଷଗୁଡ଼ିକ ସେହିଭଳି ଶାଖା ଯୁକ୍ତ ନ ଥିଲା। ଆଉ ପରମେଶ୍ୱରଙ୍କ ଉଦ୍ୟାନରେ କୌଣସି ବୃକ୍ଷ ସୌନ୍ଦର୍ଯ୍ୟରେ ତାହାପରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କ ଉଦ୍ୟାନସ୍ଥ ଏରସ ବୃକ୍ଷସବୁ ତାହାକୁ ଲୁଚାଇ ପାରିଲେ ନାହିଁ; ଦେବଦାରୁ ବୃକ୍ଷସବୁ ତାହାର ଡାଳ ପରି ଓ ଅର୍ମୋନ୍‍ ବୃକ୍ଷସବୁ ତାହାର ଶାଖା ପରି ନ ଥିଲେ, ଅଥବା ପରମେଶ୍ୱରଙ୍କ ଉଦ୍ୟାନସ୍ଥିତ କୌଣସି ବୃକ୍ଷ ସୌନ୍ଦର୍ଯ୍ୟରେ ତାହା ପରି ନ ଥିଲା।
Odia IRV 2017 (ଓଡିଆ ବାଇବେଲ)