Ezekiel 31:9 — Compare Translations
5 translations compared side by side
Odia - 1840
"ମୁଁ ତାହାକୁ ବହୁ ଶାଖାବିଶିଷ୍ଟ କରି ତାକୁ ରମଣୀଯ କଲି। ଏଣୁ ପରମେଶ୍ବରଙ୍କ ଉଦ୍ୟାନ ଏଦୋନ ରେ ସକଳବୃକ୍ଷ ତାହାକୁ ଇର୍ଷା କଲେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ବହୁସଂଖ୍ୟକ ଶାଖା ଦ୍ଵାରା ତାକୁ ମନୋହର କଲୁ; ଏଥିପାଇଁ ପରମେଶ୍ଵରଙ୍କ ଉଦ୍ୟାନସ୍ଥିତ ଏଦନର ସକଳ ବୃକ୍ଷ ତାହାକୁ ଈର୍ଷା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତାହାକୁ ବହୁ ଶାଖାବିଶିଷ୍ଟ କରି ତାକୁ ରମଣୀୟ କଲି। ଏଣୁ ପରମେଶ୍ୱରଙ୍କ ଉଦ୍ୟାନ ଏଦନରେ ସକଳବୃକ୍ଷ ତାହାକୁ ଈର୍ଷା କଲେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ବହୁସଂଖ୍ୟକ ଶାଖା ଦ୍ୱାରା ତାକୁ ମନୋହର କଲୁ; ଏଥିପାଇଁ ପରମେଶ୍ୱରଙ୍କ ଉଦ୍ୟାନସ୍ଥିତ ଏଦନର ସକଳ ବୃକ୍ଷ ତାହାକୁ ଈର୍ଷା କଲେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ବହୁସଂଖ୍ୟକ ଶାଖା ଦ୍ୱାରା ତାକୁ ମନୋହର କଲୁ; ଏଥିପାଇଁ ପରମେଶ୍ୱରଙ୍କ ଉଦ୍ୟାନସ୍ଥିତ ଏଦନର ସକଳ ବୃକ୍ଷ ତାହାକୁ ଈର୍ଷା କଲେ।”