Ezekiel 32:1 — Compare Translations
5 translations compared side by side
Odia - 1840
"ଅନନ୍ତର ଦ୍ବାଦଶ ବର୍ଷର ଦ୍ବାଦଶ ମାସର ପ୍ରଥମ ଦିନ ରେ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦ୍ଵାଦଶ ବର୍ଷର ଦ୍ଵାଦଶ ମାସ, ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ଫାରୋ ଜଣେ ଯୁବା ସିଂହ କି ରାକ୍ଷସ? ଅନନ୍ତର ଦ୍ୱାଦଶ ବର୍ଷର ଦ୍ୱାଦଶ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦ୍ୱାଦଶ ବର୍ଷର ଦ୍ୱାଦଶ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦ୍ୱାଦଶ ବର୍ଷର ଦ୍ୱାଦଶ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,